Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସ୍ୱପ୍ନରୁ ବାସ୍ତବତା ଆଡ଼କୁ ପାଦେ, ଅଵଶ୍ୟକତା ପୂରଣ ସହିତ ବଞ୍ଚିବାର ରାହା ଦେଖାଇଛି ପିଜୁଳି ବଗିଚା

ସ୍ୱପ୍ନରୁ ବାସ୍ତବତା ଆଡ଼କୁ ପାଦେ, ଅଵଶ୍ୟକତା ପୂରଣ ସହିତ ବଞ୍ଚିବାର ରାହା ଦେଖାଇଛି ପିଜୁଳି ବଗିଚା

ଓଡ଼ିଶା ଲିଡ୍ସ(ଯାଜପୁର): ବରିଷ୍ଠ ରାଜନେତା ତଥା ରାଜ୍ୟ ଅର୍ଥନୀତି ବିକାଶର ବିନ୍ଧାଣି ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇଙ୍କ ସମୟରେ ସୁକିନ୍ଦାରେ ଶିଳ୍ପର ଅୟମାରମ୍ଭ ହୋଇ ସୁକିନ୍ଦା ଶିଳ୍ପ ସମୃଦ୍ଧ ହୋଇଥିଲା । ଏହି ଧାରାକୁ ବିଗତ ଦଶ ବର୍ଷ ହେଲା ଆଗେଇ ନେଇଥିଲେ ତାଙ୍କ ସୁପୁତ୍ର ତଥା ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।

ସାଧାରଣ ଲୋକଙ୍କ ସହିତ ମହିଳା ମାନଙ୍କ ଆର୍ଥିକ ବିକାଶ ପାଇଁ କୃଷି ଗୁରୁତ୍ୱପୂର୍ଣ୍ଣ ବୋଲି ଅନୁଭବ କରିଥିଲେ ଇଂ ଘଡାଇ । ଶିଳ୍ପ ସମୃଦ୍ଧ ସୁକିନ୍ଦାରେ କୃଷିର ବିକାଶ ପାଇଁ ସ୍ୱପ୍ନ ଦେଖିଥିବା ଇଂ ପ୍ରୀତିରଞ୍ଜଙ୍କ ସ୍ୱପ୍ନର ବାସ୍ତବତା ଆଜି ଦେଖିବାକୁ ମିଳୁଛି । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଦୁଧୁଜୋରୀ ଗ୍ରାମ ପଞ୍ଚାୟତ ଦାମୋଦରପୁରର ପିଜୁଳି ଉଦ୍ୟାନ ହେଉଛି ପ୍ରୀତିରଞ୍ଜନଙ୍କ ସଫଳ ଉଦ୍ୟମର ପ୍ରତିଛବି । ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଦୂର ଦୃଷ୍ଟି ଓ ଆନ୍ତରିକ ଉଦ୍ୟମ ପାହାଡ଼ି ଇଲାକାକୁ ସବୁଜ ମୟ କରିବା ସହିତ ବିଭିନ୍ନ ପ୍ରଜାତିର ପିଜୁଳି ଫଳାଇବାରେ ସକ୍ଷମ ହୋଇଛି । ଏହି ପିଜୁଳି ବଗିଚା ରାଜ୍ୟ ସହିତ ଦେଶର ବିଭିନ୍ନ ଅଂଶରେ ପିଜୁଳି ଆଵଶ୍ୟକତା ମେଣ୍ଟାଇବା ସହିତ ଶତାଧିକ ଲୋକଙ୍କୁ ରୋଜଗାର କ୍ଷମ କରି ଆର୍ଥିକ ସ୍ଵଛଳ କରିବାରେ ସହାୟକ ହୋଇଛି ।

ଦାମୋଦରପୁର ଠାରେ ଥିବା ଏହି ପିଜୁଳି ବଗିଚାରେ ଜବ କାର୍ଡଧାରୀ ୩ ଶହ ପଚାଶ ମହିଳାଙ୍କୁ ନିଯୁକ୍ତି ମିଳିଛି । ଏହି ବଗିଚାକୁ ଜଗିବାକୁ କୋଡିଏ ଜଣ ପୁରୁଷଙ୍କୁ ମଧ୍ୟ ନିଯୁକ୍ତି ଦିଆ ଯାଇଛି । ଉତ୍ପାଦିତ ପିଜୁଳି ରାଜ୍ୟର ପିଜୁଳି ଅଭାବ ପୁରଣ କରିବା ସହ ଅନେକ ବ୍ୟବସାୟୀଙ୍କୁ ରୋଜଗାର ଯୋଗାଇବାରେ ସହାୟକ ହୋଇଛି । ପ୍ରାୟ ଦଶଟି ପ୍ରଜାତିର ପିଜୁଳି ଚାରା ଏହି ବଗିଚାରେ ରୋପଣ କରାଯାଇଥିବା ବେଳେ ଏବେ ଏହା ଫଳିବା ଆରମ୍ଭ କରିଛି ।

ଉନ୍ନତ ମାନର ଚାଷ କଲେ ଏହା ଲାଭପ୍ରଦ ହୋଇ ପାରିବ ବୋଲି ଏହି ପିଜୁଳି ବଗିଚା ଦ୍ୱାରା ପ୍ରମାଣିତ ହୋଇଛି । ନିକଟରେ ଏହି ପିଜୁଳି ଉଦ୍ୟାନ ଦେଖିବାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଏବଂ ଉପାଧ୍ୟକ୍ଷଙ୍କ ସହ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ ପରିଦର୍ଶନରେ ଆସିଥିଲେ । ଉଦ୍ୟାନ ବୁଲି ଦେଖିବା ସହିତ ଇଂ ଘଡାଇଙ୍କ ଉଦ୍ୟମକୁ ଭୁୟସୀ ପ୍ରସଂଶା କରିଥିଲେ ।

Leave a comment

Your email address will not be published. Required fields are marked *