Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଆବାସିକ ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ, ଥାନାରେ ଅଭିଯୋଗ

ଆବାସିକ ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ, ଥାନାରେ ଅଭିଯୋଗ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ଲଳିତେଶ୍ୱର ନଗର ନିକଟରେ ଥିବା ଏକ ଆବାସିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କର ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ମୃତ ଛାତ୍ର ଜଣକ ହେଉଛନ୍ତି ଓମ ପ୍ରକାଶ ରାଉତ । ତାଙ୍କ ବୟସ ୧୭ ବର୍ଷ । ସେ ଯାଜପୁର ସଦର ଥାନା ଅଧିନ ଦୋଗଡା ଗ୍ରାମର ପ୍ରଶାନ୍ତ ରାଉତଙ୍କ ପୁଅ । ଛାତ୍ର ଜଣକ ଜଣେ ଦିବ୍ୟାଙ୍ଗ ବୋଲି ଜଣାଯାଇଛି । ଲିସିୟମ ନାମକ ଏହି ଆବାସିକ ବିଦ୍ୟାଳୟରେ ରହି ସେ ସମର କୋର୍ସ କରୁଥିଲେ । ସୂଚନା ଅନୁଯାୟୀ ଛାତ୍ର ଜଣକ ଗୁରୁବାର ଦିନ ସକାଳ ୯.୩୦ ମିନିଟ ସମୟରେ ବିଦ୍ୟାଳୟ ଗାଧୁଆ ଘରକୁ ଗାଧୋଇବାକୁ ଯାଇ ଦୀର୍ଘ ସମୟ ସେଠାରୁ ଫେରି ନଥିଲେ । ସନ୍ଦେହ ହେବାରୁ ଜଗୁଆଳି ଗାଧୁଆ ଘରୁ ତାଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର ସମୟରେ ସେ ଗାଧୁଆ ଘରେ ପଡ଼ିଥିଲେ । ତାଙ୍କୁ ତୁରନ୍ତ ଯାଜପୁର ମେଡିକାଲକୁ ଆଣା ଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ତାଙ୍କ ବାପାଙ୍କୁ ବିଦ୍ୟାଳୟର କର୍ମଚାରୀ ଫୋନ କରି ଡ଼କାଇଥିଲେ । ତାଙ୍କ ବାପା ଆସିଲା ବେଳକୁ ତାଙ୍କ ପୁଅ ମରି ଯାଇଥିବା ଜାଣିବାକୁ ପାଇଥିଲେ । ସେ ଏ ନେଇ ଯାଜପୁର ଥାନାରେ ଲିଖିତ ଅଭିଯୋଗ କରିବା ସହିତ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି କହି ଏହାର ତଦନ୍ତ ଦାବି କରିଛନ୍ତି । ପୋଲିସ ଶବ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟତା ଜଣା ପଡିବ ବୋଲି ପୋଲିସ କହିଛି । ଅପରପକ୍ଷେ ଏହି ଘଟଣାକୁ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି ଛାତ୍ର ଜଣକ ଗତ ୧୭ ତାରିଖରେ ବିଦ୍ୟାଳୟରେ ଯୋଗଦାନ କରିଥିଲେ । ସେଠାରେ ଅସୁସ୍ଥ ହେବାରୁ ଘରକୁ ଯାଇ ପୁନର୍ବାର ଫେରିଥିଲେ । ସେ ଜଣେ ଦିବ୍ୟାଙ୍ଗ ହୋଇଥିଲା ବେଳେ ତାଙ୍କର ବିଭିନ୍ନ ରୋଗ ଥିଲା । ଘଟଣା ବିଷୟରେ ଜାଣିବା ପରେ ଆମେ ଛାତ୍ର ଜଣଙ୍କୁ ମେଡ଼ିକାଲ ନେଇ ତାଙ୍କ ପରିବାରକୁ ଅବଗତ କରିଥିଲୁ । ଏଠାରେ ପ୍ରଶ୍ନ ଉଠେ ଛାତ୍ର ଜଣକ ଯଦି ବିଭିନ୍ନ ରୋଗରେ ପୀଡିତ ଥିଲେ ତେବେ ତାଙ୍କୁ କର୍ତ୍ତୃପକ୍ଷ କିଭଳି ହଷ୍ଟେଲରେ ରଖିଥିଲେ । ଯଦି ସେ ଦିବ୍ୟାଙ୍ଗ ଥିଲେ ତେବେ ସେ ଗାଧୁଆ ଘରକୁ ଯିବା ବେଳେ ଜଗୁଆଳି ତାଙ୍କ ଉପରେ ଦୃଷ୍ଟି ଦେବା ଉଚିତ ଥିଲା ।

Leave a comment

Your email address will not be published. Required fields are marked *