Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଆନ୍ତର୍ଜାତୀୟ > ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୂମିକମ୍ପରେ ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ମିଆଁମାରରେ ସର୍ବାଧିକ କ୍ଷତି ହୋଇଛି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୂମିକମ୍ପ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ନିଜ ଏକ୍ସ ଏକାଉଣ୍ଟରେ ପୋଷ୍ଟ କରି କହିଛନ୍ତି “ଭୂମିକମ୍ପ ପରେ ଉପୁଜିଥିବା ପରିସ୍ଥିତି ପାଇଁ ସେ ବହୁତ ଚିନ୍ତିତ। ସେ ସମସ୍ତଙ୍କ ସୁରକ୍ଷା ଏବଂ ମଙ୍ଗଳ ପାଇଁ ପ୍ରାର୍ଥନା କରୁଛନ୍ତି। ଏହି ଦୁଃଖର ମୁହୂର୍ତ୍ତରେ, ଭାରତ ମିଆଁମାର ଏବଂ ଥାଇଲ୍ୟାଣ୍ଡକୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇବାକୁ ପ୍ରସ୍ତୁତ”। ଏନେଇ ପ୍ରସ୍ତୁତ ରହିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ବୈଦେଶିକ ମନ୍ତ୍ରାଳୟକୁ ମିଆଁମାର ଏବଂ ଥାଇଲ୍ୟାଣ୍ଡ ସରକାରଙ୍କ ସହିତ ଯୋଗାଯୋଗ କରିବାକୁ ମଧ୍ୟ କୁହାଯାଇଛି।

ଆଜି ସକାଳେ ମିଆଁମାରରେ ଦୁଇଟି ବଡ଼ ଭୂମିକମ୍ପ ଅନୁଭୂତ ହୋଇଥିଲା । ପ୍ରଥମ ଝଟକା ୧୧ଟା ୫୫ ମିନିଟରେ ଅନୁଭୂତ ହୋଇଥିଲା ବେଳେ ଦ୍ଵିତୀୟ ଝଟକା ଦିନ ୧୨ ଟାରେ ଅନୁଭୂତ ହୋଇଥିଲା । ଯାହା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଯାହାର ତୀବ୍ରତା ୭.୨ ରୁ ୭.୭ ହେବ ବୋଲି ଆକଳନ କରାଯାଉଛି। ଭୂମିକମ୍ପରେ ମଧ୍ୟ ଥାଇଲ୍ୟାଣ୍ଡ ଥରି ଉଠିଛି। ଏଠାରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡ଼ିଛି।

Leave a comment

Your email address will not be published. Required fields are marked *