Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଗୋ-ହତ୍ୟା ନିଷେଧ ଓ ଗୋ ସଂରକ୍ଷଣ ବିଲ ୨୦୨୪କୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଦାବିପତ୍ର

ଗୋ-ହତ୍ୟା ନିଷେଧ ଓ ଗୋ ସଂରକ୍ଷଣ ବିଲ ୨୦୨୪କୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଦାବିପତ୍ର

ଓଡ଼ିଶା ଲିଡ୍ସ(ଯାଜପୁର):ରାଜ୍ୟରେ ବେଆଇନ ଗୋ ଚାଲାଣ ବଢ଼ି ଚାଲିଛି। ସରକାର ପରିବର୍ତ୍ତନ ପରେ ଏ ନେଇ ସରକାର କିଛି ଠୋସ ପଦକ୍ଷେପ ନେବେ ବୋଲି ଆଶା କରାଯାଉଥିଲା । କିନ୍ତୁ ତାହା ସମ୍ଭବ ହୋଇ ନାହିଁ ।

ଗୋ ଚାଲାଣ ବଢ଼ି ଚାଲିବା ସହିତ ଦୈନିକ ଗୋ ମାଂସ, ଚମଡା ଏବଂ ହାଡ ଚୋରା ଚାଲାଣ ଘଟଣା ଲୋକ ଲୋଚନକୁ ଆସୁଛି । ଓଡ଼ିଶାରେ ଗୋ ହତ୍ୟା ନିଷେଧ ଓ ଗୋ ସଂର6କ୍ଷଣ ବିଲ ୨୦୨୪କୁ ତୁରନ୍ତ ପାରିତ କରିବାକୁ ଯାଜପୁର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳଙ୍କୁ ଗତକାଲି ଧର୍ମଶାଳାର ଗୋମାତା ସେବା ସଂଗଠନ ତରଫରୁ ଦାବି ପତ୍ର ପ୍ରଦାନ କରାଯାଇଛି । ତିନି ଦଫା ଦାବି ନେଇ ଗୋ ସେବକ ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଥିଲେ । ଏହି ବିଲ୍ ଲାଗୁ ହେଲେ ଗୋ-ବଂଶଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଦୃଢ ଓ ସଶକ୍ତ ହେବା ସହିତ ଏଥିରେ ଓଡ଼ିଶା ଗୋ-ସେବା ଆୟୋଗର ଗଠନ ପାଇଁ ପ୍ରସ୍ତାବ ରହିଛି ଯାହା ସ୍ୱଦେଶୀ ଗୋ-ବଂଶଙ୍କ ସଂରକ୍ଷଣ, ଗୋ ଆଧାରିତ ଅର୍ଥନୀତି ଓ ଜୈବିକ କୃଷିକୁ ପ୍ରୋତ୍ସାହିତ କରି ଓଡ଼ିଶାକୁ ଏକ ଉଦାହରଣ ରୂପେ ପ୍ରତିଷ୍ଠିତ କରି ପାରିବ । ତିନି ଦଫା ଦାବି ଗୁଡିକ ମଧ୍ୟରୁ ପ୍ରଥମତଃ ରାଜ୍ୟରେ ଗୋ-ହତ୍ୟାକୁ ନିଷେଧ କରିବା ପାଇଁ“ଓଡିଶା ଗୋ-ହତ୍ୟା ନିଷେଧ ଓ ଗୋ-ସଂରକ୍ଷଣ ବିଲ୍ ୨୦୨୪” କୁ ତୁରନ୍ତ ପାରିତ କରନ୍ତୁ । ଶ୍ରୀ ଜଗନ୍ନାଥଙ୍କ ଓଡ଼ିଶା ମାଟିକୁ ଗୋହତ୍ୟା କଳଙ୍କରୁ ମୁକ୍ତ କରନ୍ତୁ। ଦ୍ବିତୀୟତ ମହାରାଷ୍ଟ୍ର ଭଳି ଓଡ଼ିଶାରେ ଗୋମାତାଙ୍କୁ ରାଜ୍ୟ ମାତାର ମାନ୍ୟତା ଦିଆଯାଉ। ତୃତୀୟରେ ଗୋଚର ଜମିଗୁଡିକୁ ଜବରଦଖଲ ମୁକ୍ତ କରି ନିରାଶ୍ରୟ ଅସହାୟ ଓ ବୁଲା ଗୋ-ବଂଶମାନଙ୍କ ପାଇଁ ଗୋ-ଅଭୟାରଣ୍ୟ ଗଠନ କରାଯାଉ ବୋଲି ଦାବିରେ ଉଲ୍ଲେଖ କରାଯାଇଛି । ଏଥି ସହିତ ଯାଜପୁର ଜିଲ୍ଲାରେ ଦୈନିକ ବେଆଇନ ଭାବେ ପରିବହନ ହେଉଥିବା ଗୋରୁ ଏବଂ ବିଶେଷକରି ଧର୍ମଶାଳା ଥାନା ଅଧିନ ନେଉଳପୁର ଅଞ୍ଚଳରେ ଦୈନିକ ଗୋରୁ ମାନଙ୍କୁ ନିର୍ମମ ହତ୍ୟା କରି ତାହାର ହାଡ ଏବଂ ମାଂସକୁ ବାହାରକୁ ଚୋରା ଚାଲାଣ କରିବା ଘଟଣା ମଧ୍ୟ ଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିଲା । ଜିଲ୍ଲାପାଳ ଯାଜପୁର ଏସ୍ପିଙ୍କ ସହ ଏ ନେଇ ବିସ୍ତୃତ ଆଲୋଚନା କରିବାକୁ ପ୍ରତିଶୃତି ଦେଇଥିଲେ। ଜାତୀୟ ରାଜପଥରେ ସଡକ ଦୁର୍ଘଟଣାରେ ଆହତ ଓ ମୃତ୍ୟୁ ବରଣ କରୁଥିବା ନିରୀହ ଗୋରୁ ମାନଙ୍କୁ କିପରି ତତ୍କାଳ ଚିକିତ୍ସା କରାଯାଇ ପାରିବ ଏନେଇ ଜାତୀୟ ରାଜପଥ ଅଧିକାରୀଙ୍କ ସହ ଆଲୋଚନା କରିବାକୁ ଗୋ ସେବକ ମାନେ ଜିଲ୍ଲାପାଳଙ୍କ ନିକଟରେ ଦାବି ରଖିଥିଲେ । ଗୋ ସେବା ସଂଗଠନ ପକ୍ଷରୁ ବାମଦେବ ମିଶ୍ର, ସଞ୍ଜୟ କୁମାର ମିଶ୍ର, ପୀତବାସ ନାୟକ, ସବ୍ୟସାଚୀ ସାହୁ, ପ୍ରକାଶ ଗୋଛାୟତ, ବୈକୁଣ୍ଠ ନାଥଙ୍କ ସମେତ ଅନ୍ୟ କାର୍ଯ୍ୟକର୍ତ୍ତା ସାମିଲ ଥିଲେ।

Leave a comment

Your email address will not be published. Required fields are marked *