Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସାତଟି ପ୍ରସଙ୍ଗରେ ଯାଜପୁର ଜିଲ୍ଲାପାଳଙ୍କ ସହ ଆଲୋଚନା କଲା ବିଜେଡି, ୧୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ସାତଟି ପ୍ରସଙ୍ଗରେ ଯାଜପୁର ଜିଲ୍ଲାପାଳଙ୍କ ସହ ଆଲୋଚନା କଲା ବିଜେଡି, ୧୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଓଡ଼ିଶା ଲିଡ୍ସ(ଯାଜପୁର): ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବିଜେଡି ନେତୃମଣ୍ଡଳୀ ଯାଜପୁର ଜିଲ୍ଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି । ଆସନ୍ତା ୧୫ ଦିନ ମଧ୍ୟରେ ଏ ନେଇ ପଦକ୍ଷେପ ନ ନେଲେ ଆନ୍ଦୋଳନକୁ ଓହ୍ଲାଇବାର ଚେତାବନୀ ମଧ୍ୟ ଦେଇଛନ୍ତି ନେତୃମଣ୍ଡଳୀ । ଦାବି ଗୁଡିକ ମଧ୍ୟରେ ବର୍ତ୍ତମାନ ଖରାଦିନ ଯୋଗୁ ବହୁ ଲୋକ ପାନୀୟ ଜଳ ପାଇଁ ଦହଗଞ୍ଜ ହେଉଛନ୍ତି । ଏ ନେଇ ତୁରନ୍ତ ଯାଜପୁର ଜିଲ୍ଲାବାସୀଙ୍କୁ ବିଶୁଦ୍ଧ ପାଣି ଯୋଗାଇବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ଦାବି କରାଯାଇଛି । ଧାନ କିଣାରେ ବ୍ୟାପକ ଅନିୟମିତତା ହେଉଥିବାରୁ ଚାଷୀ ବିପୁଳ କ୍ଷତି ସହୁଛନ୍ତି । ଏ ନେଇ କିଛି ପଦକ୍ଷେପ ନନେଇ ଜିଲ୍ଲା ପ୍ରଶାସନ ଚାଷୀଙ୍କୁ ଉପହାସ କରୁଥିବା କହିଛନ୍ତି ବିଜେଡି ନେତୃବୃନ୍ଦ । ଏ ନେଇ ପଦକ୍ଷେପ ନେବା ସହିତ ଚାଷୀଙ୍କୁ ନ୍ୟାୟ ପ୍ରଦାନ ପାଇଁ ଦାବି ହୋଇଛି ।ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଏବେ ଭୁଷୁଡି ପଡିଛି । ଚୋରି, ଡକାୟତି, ରାହାଜାନୀ ଦିନକୁ ଦିନ ବଢି ଚାଲିଛି । ହେଲେ ପୋଲିସ ପଦକ୍ଷେପ ନେବା ବଦଳରେ ଚୁପ ବସିଥିବା ଅଭିଯୋଗ ହୋଇଛି । ଥାନା ଗୁଡିକ ଏବେ ବିଜେପିର ଦଳୀୟ କାର୍ଯ୍ୟାଳୟ ପାଲଟିଛି ଓ ବିଜେପି କର୍ମୀଙ୍କ ଇଶାରାରେ ଥାନା ପରିଚାଳିତ ହେଉଛି । ମୋରମ, ବାଲି ମାଫିଆଙ୍କ ଯୋଗୁ ରାଜସ୍ୱ କ୍ଷତି ହେବା ସହ ପ୍ରଦୂଷଣ ବୃଦ୍ଧି ପାଇଛି ।
ପୂର୍ବ ସରକାର ସମୟରେ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକୁ ଜାଣିଶୁଣି ଆରମ୍ଭ କରା ଯାଉନାହିଁ ବୋଲି ଅଭିଯୋଗ ହେବା ସହିତ ଏ ନେଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହୋଇଥିଲା । ସୁକିନ୍ଦାର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ନିକଟରେ ଏକ ପ୍ରମୁଖ ଗଣ ମାଧ୍ୟମରେ ପ୍ରକାଶିତ ଖବରକୁ ନେଇ ଉଦବେଗ ପ୍ରକାଶ କରିଥିଲେ । କଳିଙ୍ଗ ନଗରରେ ମାଓବାଦୀଙ୍କ ଉପସ୍ଥିତି ନେଇ ଖବର ପ୍ରକାଶ ପରେ ସାଧାରଣରେ ଆତଙ୍କ ପ୍ରକାଶ ପାଇଥିବା ସେ ପ୍ରକାଶ କରିଥିଲେ । ଏହା ଦ୍ୱାରା ଶିଳ୍ପାୟନ ପ୍ରଭାବିତ ହେବ ବୋଲି ସେ ଆଶଙ୍କା ବ୍ୟକ୍ତ କରିବା ସହିତ ଏ ନେଇ ପ୍ରଶାସନ ସଜାଗ ହୋଇ ପଦକ୍ଷେପ ନେବାକୁ ସେ ଦାବି କରିଥିଲେ । ଏହା ସହିତ କଳିଙ୍ଗ ନଗରର ବିଭିନ୍ନ ସମସ୍ୟା ନେଇ ମଧ୍ୟ ଆଲୋଚନା କରିଥିଲେ । ଆଜି ଏହି ସମୟରେ ବିଜୁ ଜନତା ଦଳ ବରିଷ୍ଠ ନେତ୍ରୀ ତଥା ଵିରୋଧି ଦଳ ମୁଖ୍ୟ ସଚେତିକା ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ, ପୂର୍ବତନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ, ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ଯାଜପୁର ବିଧାୟିକା ସୁଜାତା ସାହୁ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave a comment

Your email address will not be published. Required fields are marked *