Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଜମ୍ମୁ-କାଶ୍ମୀରରେ ଆତଙ୍କୀ ଆକ୍ରମଣ, ବାଲେଶ୍ବରରୁ ଦୁଇଦିନ ପୂର୍ବରୁ ପରିବାର ସହ ବୁଲିବାକୁ ଯାଇଥିଲେ ପ୍ରଶାନ୍ତ

ଜମ୍ମୁ-କାଶ୍ମୀରରେ ଆତଙ୍କୀ ଆକ୍ରମଣ, ବାଲେଶ୍ବରରୁ ଦୁଇଦିନ ପୂର୍ବରୁ ପରିବାର ସହ ବୁଲିବାକୁ ଯାଇଥିଲେ ପ୍ରଶାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମଙ୍ଗଳବାର ଜମ୍ମୁ-କାଶ୍ମୀରର ପହଲଗାମ ବୁଲିବାକୁ ଯାଇଥିବା ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ବର୍ବରୋଚିତ ଆକ୍ରମଣ କରି ୨୬ ଜଣଙ୍କୁ ମାରି ଦେଇଥିଲା ବେଳେ ୧୧ ଜଣଙ୍କୁ ଗୁରୁତର ଆହତ କରିଛନ୍ତି । ମୃତକଙ୍କ ମଧ୍ୟରେ ରହିଛନ୍ତି ବାଲେଶ୍ବର ଜିଲ୍ଲା ସହର ଉପକଣ୍ଠ ସଦର ଥାନା ସାରଗାଁ ପଞ୍ଚା‌ୟତ ଇଶାଣି ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ। ତାଙ୍କ ବୟସ ୪୧ ବର୍ଷ । ଆକ୍ରମଣରେ ପ୍ରଶାନ୍ତ ମୃତ୍ୟୁ ବରଣ କରିଥିଲା ବେଳେ ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ ଓ ପୁଅ ତନୁଜ ବର୍ତ୍ତି ଯାଇଛନ୍ତି ।

ପ୍ରଶାନ୍ତ ବାଲେଶ୍ବର ସ୍ଥିତ ସିପେଟରେ ଆକାଉଣ୍ଟାଣ୍ଟ୍‌ ଭାବେ ଚାକିରି କରୁଥିଲେ। ଗତ ରବିବାର ଦିନ ପତ୍ନୀ ପ୍ରିୟଦର୍ଶିନୀ ଓ ପୁଅ ତନୁଜଙ୍କୁ ସାଙ୍ଗରେ ‌ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ। ଏ ନେଇ ତାଙ୍କ ବଡ଼ଭାଇ ସୁଶାନ୍ତ କୁମାର ଶତପଥୀଙ୍କୁ ଅପରାହ୍ଣ ପ୍ରାୟ ୨ଟା ୩୦ ବେଳେ ଫୋନ୍‌ ଆସିଥିଲା। ଆତଙ୍କୀମା‌ନେ ସେମାନଙ୍କ ଧର୍ମ ପଚାରି ଗୁଳି ମାଡ଼ କରିଥିଲେ। ପ୍ରଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଖବର ପାଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପେହେଲଗାମ ଯାଇ ତାଙ୍କ ପତ୍ନୀ ଓ ପୁଅଙ୍କୁ ଭେଟିଛନ୍ତି ।

Leave a comment

Your email address will not be published. Required fields are marked *