Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରୁଷ ଦ୍ୱାରା ବିଜୁ ବାବୁ ସମ୍ମାନିତ ହେବା ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ-ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ

ରୁଷ ଦ୍ୱାରା ବିଜୁ ବାବୁ ସମ୍ମାନିତ ହେବା ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ-ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଦ୍ଵିତୀୟ ବିଶ୍ଵଯୁଦ୍ଧରେ ନାଜି ସେନା ଉପରେ ତତ୍କାଳୀନ ସୋଭିଏତ ୟୁନିୟନ(ରୁଷ) ବିଜୟର ୮୦ ତମ ବାର୍ଷିକୋତ୍ସବ ପାଳନ ଅବସରରେ ନୂଆଦିଲ୍ଲୀସ୍ଥ ରୁଷ ଦୂତାବାସରେ ଆୟୋଜିତ ହେଉଥିବା ବିଜୟ ଉତ୍ସବରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମରଣୋତ୍ତର ସମ୍ମାନ ପ୍ରଦାନ କରିବା ପାଇଁ ରୁଷ ରଷ୍ଟ୍ରଦୂତଙ୍କ ପକ୍ଷରୁ ତାଙ୍କ ସୁପୁତ୍ର ତଥା ରାଜ୍ୟ ବିରୋଧୀଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯିବା ପ୍ରତ୍ୟେକଟି ଭାରତୀୟ ବିଷେଶ କରି ଓଡିଆ ମାନଙ୍କ ପାଇଁ ଗୌରବର ବିଷୟ । ସୋଭିଏତ ୟୁନିୟନ ଯେତେବେଳେ ନାଜି ସେନା ବିରୋଧରେ ଯୁଦ୍ଧ ଲଢ଼ୁଥିଲା ସେତେବେଳେ ବିଜୁ ବାବୁ ନିଜ ଜୀବନକୁ ବାଜି ଲଗାଇ ରୟାଲ ଇଣ୍ଡିଆନ ଏୟାର ଫୋର୍ସର ପାଇଲଟ ଭାବେ ସୋଭିଏତ ରୁଷକୁ ଅସ୍ତ୍ରଶସ୍ତ୍ର ଯୋଗାଣ ଠାରୁ ଆରମ୍ଭ କରି ସବୁ ପ୍ରକାର ସହାୟତା କରିଥିଲେ । ଭାରତର ସ୍ଵାଧୀନତା ସଂଗ୍ରାମରେ ତାଙ୍କର ଅବଦାନକୁ କେହି ଅସ୍ଵୀକାର କରିପାରିବେ ନାହିଁ । ଇଣ୍ଡୋନେସିଆର ସ୍ଵାଧୀନତା ସଂଗ୍ରାମ ଠାରୁ ଆରମ୍ଭକରି ଭାରତରେ ୧୯୪୭ରେ କାମୁକାଶ୍ମୀର ଠାରେ ପାକିସ୍ଥାନ ସହିତ, ୧୯୬୨ରେ ଚାଇନା ସହିତ ଏବଂ ୧୯୬୫ରେ ଭାରତ-ପାକ ଯୁଦ୍ଧ ସମୟରେ ତାଙ୍କର ଅନବଦ୍ୟ ଅବଦାନ ତାଙ୍କୁ ଚିର ସ୍ମରଣୀୟ କରିପାରିଛି । ଅତୀତରେ ବିଜୁ ବାବୁ ଇଣ୍ଡୋନେସିଆ ସରକାରଙ୍କ ଠାରୁ ତାଙ୍କ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଏବଂ ଜାତୀୟ ପୁରଷ୍କାର ଭୂମିପୁତ୍ର ଓ ବିନତଙ୍ଗ ଯଶ ଉତ୍ତମ ଏବଂ ୧୯୯୫ ମସିହାରେ ରୁଷ ଠାରୁ ଜୁବୁଲି ମେଡାଲ ପାଇବା ଆମର ସମ୍ମାନ ଓ ଯଶକୁ ବଢାଇ ପାରିଛି । ଦେଶ ବିଦେଶରେ ଅଦମ୍ୟ ସାହସିକତା ଏବଂ ଅସୀମ ବୀରତ୍ଵର ଅନେକ ଗାଥା ରଚିଯାଇଥିବା ସେହି ଝଡର ଇଗଲ ଓଡିଶାର ବରପୁତ୍ର ବିଜୁ ପଟ୍ଟନାୟକ ଥିଲେ ଓଡିଶା ମାଟିର ଜଣେ ନରପୁଂଗବ ଏବଂ ଓଡିଆ ଅସ୍ମୀତାର ଜ୍ଵଳନ୍ତ ପ୍ରତିକ। ସେ ଦେଶ ତଥା ରାଜ୍ୟ ପାଇଁ ଅନେକ ଅନନ୍ୟ ଅବଦାନ ଛାଡି ଯାଇଛନ୍ତି ଏବଂ ଦେଶ ବିଦେଶରୁ ଯଶ, କୀର୍ତି ଓ ସମ୍ମାନ ଲାଭ କରି ଏ ରାଜ୍ୟ ତଥା ଦେଶକୁ ଗୌରବାନ୍ବିତ କରିଯାଇଛନ୍ତି

ବିଜୁ ପଟ୍ଟନାୟକଙ୍କ ଅବଦାନକୁ ସ୍ମରଣୀୟ କରିବା ପାଇଁ ରୁଷ ଦୂତାବାସ ପକ୍ଷରୁ ମେ ୭ ତାରିଖ ଦିନ ଏକ ସ୍ବତନ୍ତ୍ର ଫଳକ ଉନ୍ମୋଚନ ଏବଂ ୯ ତାରିଖ ଦିନ ସମ୍ମାନ ପ୍ରଦାନ ଆମ ସମସ୍ତଙ୍କ ପାଇଁ ଆନନ୍ଦର ବିଷୟ ଏବଂ ଏହାଫଳରେ ଜାତୀୟ ଆନ୍ତର୍ଜାତୀୟ ସ୍ତରରେ ଓଡିଶାର ସମ୍ମାନ ବୃଦ୍ଧି ହୋଇଛି ।

Leave a comment

Your email address will not be published. Required fields are marked *