orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > କ୍ରୀଡା > ଟେଷ୍ଟ କ୍ରିକେଟରୁ ଅବସର ପରେ ବିରାଟ କୋହଲିଙ୍କ ସ୍ଥାନ ନେବ କିଏ

ଟେଷ୍ଟ କ୍ରିକେଟରୁ ଅବସର ପରେ ବିରାଟ କୋହଲିଙ୍କ ସ୍ଥାନ ନେବ କିଏ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରଥମେ ଅଧିନାୟକ ରୋହିତ ଶର୍ମା, ପରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଟେଷ୍ଟ କ୍ରିକେଟକୁ ବାୟ ବାୟ କରିଛନ୍ତି। ଚାରି ନମ୍ବରରେ ବ୍ୟାଟିଂ କରୁଥିବା “କିଙ୍ଗ” ନାମରେ ପରିଚିତ କୋହଲି ଅବସର ନେବା ପରେ କିଏ ଏହି ସ୍ଥାନରେ ବ୍ୟାଟିଂ କରିବ ତାକୁ ନେଇ ଆଲୋଚନା ଆରମ୍ଭ ହୋଇଛି । ଆଗାମୀ ଗୁରୁତ୍ୱପୂର୍ଣ୍ଣ ଇଂଲଣ୍ଡ ଗସ୍ତରେ ଏହି ସ୍ଥାନରେ ବିରାଟଙ୍କ ବିକଳ୍ପ ଖେଳାଳି କିଏ ହେବ ତାକୁ ନେଇ ଭାରତୀୟ କ୍ରିକେଟରେ ବ୍ୟାପକ ଆଲୋଚନା ଆରମ୍ଭ ହୋଇଛି । ଏହି ସ୍ଥାନ ପାଇଁ ଶ୍ରେୟସ ଆୟର, କରୁଣ ନାୟର, ସରଫରାଜ୍ ଖାନଙ୍କ ଭଳି ଖେଳାଳିଙ୍କ ନାମ ଚର୍ଚ୍ଚାରେ ଥିଲା ବେଳେ ନା ଆଉ କିଛି ଖେଳାଳିଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି । ବିରାଟ କୋହଲି ଗତ ୧୨ ତାରିଖରେ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଥିଲେ । ଏହାର ଦୁଇ ଦିନ ପୂର୍ବରୁ ସେ ଅବସର ନେବେ ବୋଲି ଚର୍ଚ୍ଚା ହେଉଥିଲା । ଏ ନେଇ ସେ ବିସିସିଆଇକୁ ଅବଗତ କରିଥିଲେ ।

ଉଭୟ ବିରାଟ ଓ ରୋହିତଙ୍କ ଆନ୍ତର୍ଜାତିକ କ୍ୟାରିଅର୍ ଏବେ କେବଳ ଦିନିକିଆ କ୍ରିକେଟରେ ସୀମିତ ହୋଇଛି ।

ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ସିପ୍‌ରେ ଭାରତ ନିଜ ଶେଷ ଦୁଇ ସିରିଜ୍‌ରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ଠାରୁ ଶୋଚନୀୟ ଭାବେ ପରାଜିତ ହୋଇଥିଲା । ଉଭୟ ବିରାଟ ଓ ରୋହିତ ବେଶ ସମାଲୋଚିତ ହୋଇଥିଲେ । ଏହା ଫଳରେ ଟିମ ଇଣ୍ଡିଆ ଟେଷ୍ଟ ଚାମ୍ପିଅନ୍‌ସିପ ଫାଇନାଲ ଦୌଡ଼ରୁ ବାଦ ପଡ଼ିଥିଲା ।

ଟେଷ୍ଟ କ୍ରିକେଟ୍ ଇତିହାସର ଅନ୍ୟତମ ଶ୍ରେଷ୍ଠ ଖେଳାଳି ଭାବେ ପରିଚିତ ବିରାଟଙ୍କ ନାମରେ ୯୦୦୦ରୁ ଅଧିକ ରନ୍ ରହିଛି । ୩୬ବର୍ଷୀୟ ବିରାଟ ଆଉ କିଛି ବର୍ଷ ଟେଷ୍ଟ ଖେଳିବେ ବୋଲି ଅନେକେ ଭାବିଥିଲା ବେଳେ ବିରାଟ ଅବସର ନେଇଛନ୍ତି ।

ଚର୍ଚ୍ଚା ଭିତରେ ବିରାଟଙ୍କ ସ୍ଥାନ ନେବା ପାଇଁ ଶ୍ରେୟସ ଆୟର ସବୁଠାରୁ ଅଧିକ ଦାବିଦାର ବୋଲି କୁହାଯାଉଛି । ଭାରତ ପକ୍ଷରୁ ସେ ତିନି ଫର୍ମାଟ୍‌ରେ ପଦାର୍ପଣ କରିସାରିଥିଲା ବେଳେ ତାଙ୍କ ଫର୍ମ ଭଲ ଅଛି ।

୩୦ବର୍ଷୀୟ ଶ୍ରେୟସ ଆୟାର ୧୪ ଟେଷ୍ଟ ମ୍ୟାଚ୍ ଖେଳି ଗୋଟିଏ ଶତକ ଓ ପାଞ୍ଚ ଅର୍ଦ୍ଧଶତକ ସହାୟତାରେ ୮୧୧ ରନ୍ ହାସଲ କରିଛନ୍ତି ।
କରୁଣ ନାୟାର ଓ ସରଫରାଜ ଖାନବି ଦୌଡ଼ରେ ସାମିଲ ଅଛନ୍ତି । ଉଭୟ ଏବେ ଖୁବ ଭଲ ଫର୍ମରେ ଅଛନ୍ତି ମଧ୍ୟ । ଏହି ତାଲିକାରେ ଧ୍ରୁବ ଜୁରେଲ୍ ଓ ସାଇ ସୁଦର୍ଶନଙ୍କ ନାମକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି ।

ତେବେ ଇଂଲଣ୍ଡ ପରିବେଶରେ କିଏ ଗୁରୁତ୍ୱପୂର୍ଣ୍ଣ ଚାରି ନମ୍ବର ସ୍ଥାନରେ ବ୍ୟାଟିଂ କରିବ ସେ ନେଇ ବିସିସିଆଇ ଶେଷ ନିଷ୍ପତି ନେବ । ହେଲେ ଏହି ସ୍ଥାନ ପାଇଁ ଦେଶର ବହୁ ପ୍ରତିଭାଶାଳୀ ଖେଳାଳି ରହିଛନ୍ତି ।

Leave a comment

Your email address will not be published. Required fields are marked *