Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଆପଣମାନଙ୍କ ପାଇଁ ଦେଶବାସୀ ଗର୍ବିତ-ରାଜନାଥ ସିଂ

ଆପଣମାନଙ୍କ ପାଇଁ ଦେଶବାସୀ ଗର୍ବିତ-ରାଜନାଥ ସିଂ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଶ୍ରୀନଗର ଏୟାରବେସ୍‌ରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ତାଙ୍କ ସହିତ ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ “ଅପରେସନ ସିନ୍ଦୂର”ରେ ସାମିଲ ଯବାନମାନଙ୍କୁ ଭେଟିବା ସହିତ ସହିଦ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଯବାନମାନଙ୍କୁ ଭେଟିବା ସହ ସେମାନଙ୍କୁ ସମ୍ବୋଧନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, “ଅପରେସନ ସିନ୍ଦୂର”ରେ ଆପଣ ଯାହା କଲେ ପୂରା ଦେଶବାସୀ ଆପଣ ମାନଙ୍କ ପାଇଁ ଗର୍ବିତ । ଦେଶର ଜଣେ ନାଗରିକ ହିସାବରେ ମୁଁ ମଧ୍ୟ ଆପଣଙ୍କୁ କୃତଜ୍ଞତା ଜଣାଉଛି । ପାକିସ୍ତାନ ବଙ୍କରକୁ ଆପଣ ଯେଭଳି ଧ୍ବଂସ କଲେ ତାକୁ ମୁଁ ଭୁଲି ପାରିବିନି । ମୁଁ ଆମ ଦେଶବାସୀଙ୍କ ସନ୍ଦେଶ ନେଇ ଆପଣଙ୍କ ପାଖକୁ ଆସିଛି । ସନ୍ଦେଶ ହେଉଛି, ଦେଶବାସୀ ଆପଣଙ୍କ ଉପରେ ଗର୍ବିତ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଅପରେସନ ସିନ୍ଦୂର ଆତଙ୍କବାଦ ବିରୋଧରେ ସବୁଠୁ ବଡ଼ ଆକ୍ସନ । ଏହା ଦ୍ୱାରା ଆତଙ୍କବାଦକୁ ବରଦାସ୍ତ କରାଯିବ ନାହିଁ ବୋଲି ପୁରା ବିଶ୍ୱକୁ ଭାରତ ସନ୍ଦେଶ ଦେଇଛି । ପାକିସ୍ତାନ ଭାରତ ବିରୋଧରେ ଷଡ଼ଯନ୍ତ୍ର ବନ୍ଦ କରୁ ବୋଲି ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ପାକିସ୍ତାନ ନିଜ ମାଟିରେ ଆତଙ୍କବାଦୀଙ୍କୁ ନ ପୋଷିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ପାକିସ୍ତାନ ହାତରେ ପରମାଣୁ ରହିବା ସୁରକ୍ଷିତ କି ବୋଲି ସେ ପ୍ରଶ୍ନ କରିଛନ୍ତି । ଆତଙ୍କବାଦ ଓ କଥାବାର୍ତ୍ତା ଏକସଙ୍ଗେ ଚାଲିବନି ବୋଲି ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଯଦି କଥାବାର୍ତ୍ତା ହେବ କେବଳ ପିଓକେ କୁ ନେଇ ହେବ ବୋଲି ସେ କହିଛନ୍ତି । ଆମେ ପାକିସ୍ତାନର ପରମାଣୁ ବ୍ଲାକମେଲିଂକୁ ମଧ୍ୟ ସହ୍ୟ କରିବୁନାହିଁ ।

ପହଲଗାମରେ ଆତଙ୍କୀମାନେ ଧର୍ମ ପଚାରି ନିର୍ଦ୍ଦୋଷଙ୍କୁ ମାରିଲେ, କିନ୍ତୁ ଆମେ କର୍ମ ଦେଖି ସେମାନଙ୍କ ବିନାଶ କଲୁ । ପାକିସ୍ତାନ ଏବେ ଋଣ ଆଣୁଛି, ଆମେ ଅନ୍ୟ ଦେଶକୁ ଋଣ ଦେଉ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।

Leave a comment

Your email address will not be published. Required fields are marked *