Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ହିଂସା ଓ ଆତଙ୍କର ବାରୁଦ ଗଦାରେ ପରିଣତ ହୋଇଛି ସୁନାର ସୁକିନ୍ଦା, ଆଜିର ବନ୍ଦକୁ ଅଭୂତପୂର୍ବ ସମର୍ଥନ ଦେଇ ହିଂସାକୁ ବିରୋଧର ବାର୍ତ୍ତା ଦେଇଛନ୍ତି ସୁକିନ୍ଦାବାସୀ-ଇଂ ପ୍ରୀତିରଞ୍ଜନ ଘଡାଇ

ହିଂସା ଓ ଆତଙ୍କର ବାରୁଦ ଗଦାରେ ପରିଣତ ହୋଇଛି ସୁନାର ସୁକିନ୍ଦା, ଆଜିର ବନ୍ଦକୁ ଅଭୂତପୂର୍ବ ସମର୍ଥନ ଦେଇ ହିଂସାକୁ ବିରୋଧର ବାର୍ତ୍ତା ଦେଇଛନ୍ତି ସୁକିନ୍ଦାବାସୀ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁକିନ୍ଦାକୁ କୁହାଯାଏ ସୁନାର ସୁକିନ୍ଦା । ରତ୍ନଗର୍ଭା ସୁକିନ୍ଦା କେଵଳ ରାଜ୍ୟ ନୁହେଁ ଦେଶର ଅନ୍ୟତମ ଅର୍ଥନୈତିକ କେନ୍ଦ୍ରସ୍ଥଳ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ସୁକିନ୍ଦାକୁ ନେଇ ଯେଉଁ ସ୍ୱପ୍ନ ଦେଖିଥିଲେ ତାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାକାର କରିଛନ୍ତି । ବିଜୁ ବାବୁଙ୍କ ସ୍ୱପ୍ନ ଆଜି ସାର୍ଥକ କରିବାରେ ସୁକିନ୍ଦାବାସୀଙ୍କ ଅବଦାନର ପଟାନ୍ତର ନାହିଁ । ସୁନାର ସୁକିନ୍ଦା, ଶାନ୍ତି ଓ ଭାଇଚାରାର ସୁକିନ୍ଦା ଆଜି ହିଂସା ଓ ଆତଙ୍କର ବାରୁଦ ଗଦା ହୋଇ ସାରିଛି । ଦଶ ମାସର ବିଜେପି ସରକାର ଓ ସ୍ଥାନୀୟ ନେତା ଓ ତାଙ୍କ ସମର୍ଥକ ଏବେ ଆତଙ୍କରାଜ ଚଳାଇଛନ୍ତି । ସୁକିନ୍ଦାବାସୀ ଏବେ ଆତଙ୍କିତ ଅବସ୍ଥାରେ ଦିନ କାଟୁଛନ୍ତି । ଆତଙ୍କରାଜ ଚଳାଇଥିବା ଅସାମାଜିକ ଲୋକମାନେ ମହିଳାଙ୍କ ଉପରେ ମଧ୍ୟ ଆକ୍ରମଣ କରିବାକୁ ପଛାଉ ନାହାନ୍ତି । ଅଭିଯୋଗ କଲେ ପୋଲିସ ନିରବ ଦ୍ରଷ୍ଟା ସାଜୁଛି । ଯାହାର ପ୍ରତିବାଦରେ ଆଜି ଖଣି ଅଞ୍ଚଳରେ ବନ୍ଦ ପାଳନ କରାଯାଇଥିଲା । ଏହି ବନ୍ଦକୁ ଜନସାଧାରଣ ଅଭୂତପୂର୍ବ ସମର୍ଥନ ଦେଇ ସଫଳ କରିଥିବା ବେଳେ ସୁକିନ୍ଦାବାସୀ ଆତଙ୍କ ରାଜ, ଗୁଣ୍ଡାରାଜକୁ ବିରୋଧ କରୁଥିବାର ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି । ସୁକିନ୍ଦାବାସୀ ଶାନ୍ତି ଓ ପ୍ରଗତି ଚାହାନ୍ତି । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁକିନ୍ଦା ଗସ୍ତ କରିଥିଲା ବେଳେ ବନ୍ଦ ପାଳନ କରି ମୁଖ୍ୟମନ୍ତ୍ରୀ ନିରବ ଦ୍ରଷ୍ଟା ନ ହୋଇ ଆତଙ୍କ ସୃଷ୍ଟି କରୁଥିବା, ନିରୀହ ଲୋକଙ୍କ ଉପରେ ଆକ୍ରମଣ କରୁଥିବା ଅସାମାଜିକ ଲୋକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ମଧ୍ୟ ଚେତାଇ ଦେଇଛନ୍ତି ସୁକିନ୍ଦାବାସୀ ବୋଲି କହିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ବନ୍ଦ ପାଳନକୁ ସଫଳ କରିଥିବାରୁ ଖଣି ଅଞ୍ଚଳର ସମସ୍ତ ଜନ ସାଧାରଣଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ଇଂ ଘଡାଇ ।

Leave a comment

Your email address will not be published. Required fields are marked *