Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଅଶୁଭ ଗୁରୁବାର, ବିମାନ ଦୁର୍ଘଟଣାରେ ଚାଲିଗଲା ୨୪୧ ଜଣଙ୍କ ଜୀବନ, ଜଣେ ଜୀବିତ

ଅଶୁଭ ଗୁରୁବାର, ବିମାନ ଦୁର୍ଘଟଣାରେ ଚାଲିଗଲା ୨୪୧ ଜଣଙ୍କ ଜୀବନ, ଜଣେ ଜୀବିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଥିଲା ଗୁରୁବାର । ହେଲେ ଆଜିର ଏହି ଦିନ ବେଶ ଅଶୁଭ ସାବ୍ୟସ୍ତ ହୋଇଛି । ବିମାନ ଦୁର୍ଘଟଣାରେ ବିମାନରେ ଥିବା ୨୪୨ ଜଣଙ୍କ ମଧ୍ୟରୁ ଜଣଙ୍କୁ ଛାଡିଦେଲେ ଅବଶିଷ୍ଠ ୨୪୧ ଜଣଙ୍କ ଶୋଚନୀୟ ମୃତ୍ୟୁ ହୋଇଛି । ଏୟାର ଇଣ୍ଡିଆର ବୋଇଙ୍ଗ୍ ୭୮୭-୮ ଡ୍ରିମ ଲାଇନର ଯାତ୍ରୀବାହୀ ବିମାନ ଆଜି ମଧ୍ୟାହ୍ନରେ ଅହମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ୍ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଲଣ୍ଡନ ଅଭିମୁଖଗେ ଉଡାଣ ଭରିଥିଲା । ମାତ୍ର ୫ ମିନିଟ ମଧ୍ୟରେ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇ ବିମାନ ବନ୍ଦର ନିକଟରେ ଥିବା ମେଘାଣୀ ନଗର ଅଞ୍ଚଳରେ ଖସି ପଡି ଜଳି ଯାଇଥିଲା । ବିମାନଟି ମେଘାଣୀ ନଗରରେ ଥିବା ବି.ଜେ. ମେଡିକାଲ କଲେଜ ହଷ୍ଟେଲରେ ମାଡ଼ ହୋଇ ଜଳି ଯାଇଥିଲା । କିଛି କ୍ଷଣ ମଧ୍ୟରେ ଏହି ଅଞ୍ଚଳ ଧୂଆଁ ମୟ ହୋଇ ଯାଇଥିଲା । ଦୁର୍ଘଟଣା ଗ୍ରସ୍ତ ବିମାନରେ ୨ ଜଣ ପାଇଲଟ୍ ଏବଂ ୧୦ ଜଣ କ୍ରିୟୁ ମେମ୍ବରଙ୍କ ସମେତ ମୋଟ ୨୪୨ ଜଣ ଯାତ୍ରୀ ଥିଲେ । ଏହି ଦୁର୍ଘଟଣାରେ ରମେଶ ବିଶ୍ୱାସ କୁମାର ନାମକ ଜଣେ ଯାତ୍ରୀ ଆଶ୍ଚର୍ଯ୍ୟ ଜନକ ଭାବେ ବଞ୍ଚି ଯାଇଥିବା ବେଳେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କର ମୃତ୍ୟୁ ଘଟିଥିବା ଅହମଦାବାଦ ପୋଲିସ କମିଶନର ସୂଚନା ଦେଇଛନ୍ତି । ବଞ୍ଚି ଯାଇଥିବା ଯାତ୍ରୀ ଜଣକଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଛି । ଦୁର୍ଘଟଣା ସମୟରେ ବି.ଜେ. ମେଡ଼ିକାଲ କଲେଜର ଛାତ୍ରଛାତ୍ରୀ ମାନେ ହଷ୍ଟେଲ କ୍ୟାଣ୍ଟିନରେ ମଧ୍ୟାହ୍ନ ଭୋଜନ କରୁଥିଲେ । ବିମାନଟି ସେହି କୋଠାରେ ପିଟି ହୋଇ ଜଳି ଯାଇଥିଲା । ଫଳରେ ମେଡ଼ିକାଲ କଲେଜର ବହୁ ଲୋକ ଆହତ ହୋଇଥିବା ବେଳେ ଜଣେ ପିଜି ଓ ୪ ଜଣ ୟୁଜି ଡାକ୍ତରଙ୍କ ସମେତ ମୋଟ ୫ ଜଣ ଡାକ୍ତର ପ୍ରାଣ ହରାଇଛନ୍ତି । ବିମାନରେ ୧୬୯ ଜଣ ଭାରତୀୟ ନାଗରିକଙ୍କ ସହିତ ୫୩ ଜଣ ବ୍ରିଟିଶ୍ ନାଗରିକ, ୭ ଜଣ ପର୍ତ୍ତୃଗୀଜ୍ ଏବଂ ଜଣେ କାନାଡ଼ାର ନାଗରିକ ଯାତ୍ରା କରୁଥିଲେ । ଦୁର୍ଘଟଣା ପରେ ଏୟାର ଇଣ୍ଡିଆ ମାଲିକ ଟାଟା ଗ୍ରୁପ ପକ୍ଷରୁ ସମସ୍ତ ମୃତ ଯାତ୍ରୀଙ୍କ ପରିବାରକୁ ଏକ କୋଟି ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା ସହିତ ଆହତଙ୍କ ମାଗଣା ଚିକିତ୍ସା ପାଇଁ ଘୋଷଣା କରାଯାଇଛି । ଅନ୍ୟ ପକ୍ଷରେ ମେଡ଼ିକାଲ କଲେଜର କ୍ଷତିଗ୍ରସ୍ତ ହୋଇଥିବା କୋଠାକୁ ମରାମତି କରିବାକୁ ଟାଟା ପ୍ରତିଶୃତି ଦେଇଛି । ଏହି ବିମାନ ଦୁର୍ଘଟଣାକୁ ନେଇ ସାରା ବିଶ୍ୱରେ ଶୋକ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *