Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଇଂ ପ୍ରୀତିରଞ୍ଜନ ଘଡାଇଙ୍କ କଡା ଆଭିମୁଖ୍ୟ, ଦଳରୁ ନିଲମ୍ବିତ ହେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ଵଜିତ ଦାସ

ଇଂ ପ୍ରୀତିରଞ୍ଜନ ଘଡାଇଙ୍କ କଡା ଆଭିମୁଖ୍ୟ, ଦଳରୁ ନିଲମ୍ବିତ ହେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ଵଜିତ ଦାସ

ଓଡ଼ିଶା ଲିଡ୍ସ(ଯାଜପୁର): ଗତ ୬ ତାରିଖ ଦିନ ବିଜେପିର ଆତଙ୍କରାଜ ବିରୁଦ୍ଧରେ “କଳା ଦିବସ” ପାଳନ କରି ବିଜେପି ବିରୁଦ୍ଧରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ବିଜେପି ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରି ସାରା ରାଜ୍ୟରେ ଚର୍ଚ୍ଚା ସୃଷ୍ଟି କରିଥିବା ଇଂ ଘଡାଇ ଆଜି ନିଜ ଦଳର ଗୃହ ଶତୃଙ୍କ ବିରୁଦ୍ଧରେ ମଧ୍ୟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟପାଇଁ ବିଜୁ ଜନତା ଦଳରୁ ନିଲମ୍ବନ ହୋଇଛନ୍ତି ସୁକିନ୍ଦାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ୱଜିତ ଦାସ ।

ଶନିବାର ଦିନ ସୁକିନ୍ଦା ବ୍ଲକ ବିଜୁ ଜନତା ଦଳ ସଭାପତି ବିବେକାନନ୍ଦ ବୋଷ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ବିଶ୍ୱଜିତ୍ ଦାସଙ୍କୁ ଦଳ ଵିରୋଧି କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଥିବା ପ୍ରକାଶ କରିଛନ୍ତି । ଦଳରେ ଦୀର୍ଘ ବର୍ଷ ହେଲା ରହି ବିଭିନ୍ନ ପଦ ପଦବୀ ହାସଲ କରିଥିବା ବିଶ୍ଵଜିତ ବେଶ କିଛି ଦିନ ହେଲା ଦଳ ଵିରୋଧି କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ହେଉଥିଲା । ଯାହାର ଫଳ ସ୍ୱରୂପ ଆଜି ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।

ବିଶ୍ଵଜିତଙ୍କୁ ଦଳରୁ ନିଲମ୍ବିତ କରି ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ଦଳର ନେତା ଓ କର୍ମୀଙ୍କୁ ନିଷ୍ଠାର ସହିତ ଦଳରେ ରହି କାର୍ଯ୍ୟ କର ନଚେତ ଦଳରେ ସ୍ଥାନ ନାହିଁ ବୋଲି ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି ।

Leave a comment

Your email address will not be published. Required fields are marked *