Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଦୂଷିତ ହେଉଛି ଡ଼ମଶାଳ ନାଳ, ପ୍ରଶାସନ ପଦକ୍ଷେପ ନେବାକୁ ଦାବି

ଦୂଷିତ ହେଉଛି ଡ଼ମଶାଳ ନାଳ, ପ୍ରଶାସନ ପଦକ୍ଷେପ ନେବାକୁ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲାରେ ଝାଡା ବାନ୍ତି ରୋଗ ଆତଙ୍କ ଖେଳାଇ ଦେଇଛି । ଏହି ରୋଗରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ସୁକିନ୍ଦା ବ୍ଲକରେ ମଧ୍ୟ ଏହି ରୋଗ ବ୍ୟାପିଛି । ସୁକିନ୍ଦା ଖଣି ଅଞ୍ଚଳରେ ଥିବା ୫ ପଞ୍ଚାୟତର କାଳିଆପାଣି, କଂସ, ଚିଙ୍ଗୁଡିପାଳ, ରାଁସୋଳ, କାଙ୍କଡପାଳ ପଞ୍ଚାୟତରେ ପ୍ରତିଦିନ ବିଭିନ୍ନ କମ୍ପାନୀ ମାନଙ୍କ ଦ୍ବାରା କ୍ରୋମାଇଟ ପରିବହନ ପାଇଁ ହଜାର ହଜାର ସଂଖ୍ୟାରେ ଟ୍ରକ ଚାଳକ ଓ ହେଲ୍ପର ଏକତ୍ରିତ ହେଉଛନ୍ତି । ବିପୁଳ ସଂଖ୍ୟାରେ ଟ୍ରକ ଆସୁଥିଲା ବେଳେ ଓଏମସି, ଟାଟା, ଜିନ୍ଦଲ, ବାଲେଶ୍ବର ଆଲଏଜ, ଇମ୍ଫା, ବେଦାନ୍ତ ଓସ୍ତପାଳ ଠାରେ ଡ୍ରାଇଭର ଓ ହେଲପର ମାନଙ୍କ ପାଇଁ କୌଣସି ଶୌଚାଳୟ ବ୍ୟବସ୍ଥା ନାହିଁ I ତେଣୁ ପ୍ରତ୍ୟେକ ଦିନ ଡ୍ରାଇଭର ଓ ହେଲ୍ପର ଶୌଚ ପାଇଁ ସଳ୍ପ ପାଣି ବୋହି ଯାଉଥୁବା ଡମଶାଳ ନାଳ ଉପରେ ନିର୍ଭରଶୀଳ ।

ଏହା ଦ୍ୱାରା ଖଣି ଅଞ୍ଚଳବାସୀଙ୍କ ଜୀବନ ରେଖା କୁହା ଯାଉଥିବା ଡମଶାଳ ନାଳ ପାଣି ଦୂଷିତ ହେଉଅଛି । ଯାହା ଖଣି ଅଞ୍ଚଳରେ ଡାଇରିଆ ଓ ହଇଜା ବ୍ୟାପିବାର ପ୍ରମୁଖ କାରଣ ହୋଇଛି । ଖଣି ଅଞ୍ଚଳବାସୀ ବହୁଳ ସଂଖ୍ୟାରେ ଏହି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡୁଛନ୍ତି । ଏସବୁକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗାମୀ ୨ ଦିନ ମଧ୍ୟରେ ବିଭିନ୍ନ ଖଣିରୁ କ୍ରୋମାଇଟ ପରିବହନ ବନ୍ଦ କରିବାକୁ ଦାବି କରିଛନ୍ତି ଜିଲ୍ଲା ପରିଷଦ ସଭ୍ୟା ଜେମା ଚାଖି । ଏହା କରାନଗଲେ ଆଗାମି ଦିନରେ ଖଣି ପ୍ରଭାବିତ ଅଞ୍ଚଳର ନିର୍ବାଚିତ ଜନ ପ୍ରତିନିଧି ମାନେ ଆନ୍ଦୋଳନକୁ ଓହ୍ଲାଇ କ୍ରୋମାଇଟ ପରିବହନ ବନ୍ଦ କରିବାକୁ ବାଧ୍ୟ ହେବେ ବଲି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଶ୍ରୀମତୀ ଚାଖି ।

Leave a comment

Your email address will not be published. Required fields are marked *