ଓଡ଼ିଶା ଲିଡ୍ସ(ବ୍ୟୁରୋ): ତିନି ରଥଙ୍କ ଅପେକ୍ଷାରେ ସଜେଇ ହୋଇଛି ସିଂହଦ୍ଵାର । ଗୋଟିଏ ଦିନ ପରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଭକ୍ତଙ୍କ ମନରେ ଅପୂର୍ବ ଉତ୍ସାହ । ସେପଟେ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ସେବକ ମାନେ ।