orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ରାଜପଥ ବିଭାଗର ଏମିତି କାମ, ୧୫ ଦିନରେ ଉଠି ଯାଉଛି ପିଚୁ

ରାଜପଥ ବିଭାଗର ଏମିତି କାମ, ୧୫ ଦିନରେ ଉଠି ଯାଉଛି ପିଚୁ

ଓଡ଼ିଶା ଲିଡ୍ସ(ଯାଜପୁର): ଜାତୀୟ ରାଜପଥ ବିଭାଗ ଏବେ ଦୁର୍ନୀତିର ଗନ୍ତାଘରରେ ପରିଣତ ହୋଇଛି । ଏବେ କୁଆଖିଆ-ଧାମରା ୨୦ ନମ୍ବର ଜାତୀୟ ରାଜପଥର ଯାଜପୁର ଟାଉନ ମଲ୍ଲିକାପୁର ଠାରୁ ମାନସାପୋଲ ରାସ୍ତା ମରାମତି ହେଉଛି । ଏହି ରାସ୍ତାର ମଲ୍ଲିକାପୁର ଠାରୁ ଏନ.ସି କଲେଜ ପର୍ଯ୍ୟନ୍ତ ରାସ୍ତାକୁ ନୂତନ ଭାବେ ପିଚୁ କରାଯାଇଛି । ହେଲେ ଏହି କାମ ଏତେ ନିମ୍ନ ମାନର ହୋଇଛି ଯେ ପିଚୁ ପଡିବାର ୧୫ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରୁ ପିଚୁ ଉଠି ଯାଇଥିବା ଦେଖିବାକୁ ମିଳିଛି । ପିଚୁ ପଡିବା ବେଳେ କିଛି ସ୍ଥାନରେ ରାସ୍ତାରେ ପିଚୁ ମଧ୍ୟ ଲାଗି ନଥିବା ଦେଖିବାକୁ ମିଳିଛି । ପିଚୁ ହୋଇଥିଲେ ମଧ୍ୟ ରାସ୍ତା ସମତଳ ହୋଇ ନାହିଁ । ଏଭଳି ପିଚୁ ହୋଇଥିଲା ବେଳେ ଆହୁରି ବହୁ ସ୍ଥାନ ପିଚୁ କାମ ମଧ୍ୟ ସରିନାହିଁ ।

କାମ ସରିବା ପୂର୍ବରୁ ଯଦି ପିଚୁ ଉଠି ଯାଉଛି ତେବେ କାମର ମାନ କିଭଳି ହୋଇଛି ତାହା ଜଳ ଜଳ ହୋଇ ଦେଖା ଯାଉଛି । ପିଚୁ କାମ ବେଳେ ରାଜପଥ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ନା ଠିକାଦାର ତାଙ୍କ ମର୍ଜିରେ କାମ କରୁଥିଲେ ବୋଲି ସାଧାରଣରେ ପ୍ରଶ୍ନ ହେଉଛି । ଯଦି ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ତେବେ ନିମ୍ନ ମାନର କାମ କିଭଳି ହେଲା ବୋଲି ସାଧାରଣରେ ପ୍ରଶ୍ନ ହୋଇଛି ।

Leave a comment

Your email address will not be published. Required fields are marked *