Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > ଭାରତ-ଇଂଲଣ୍ଡ ୪ର୍ଥ ଟେଷ୍ଟ :୪ ଖେଳାଳି ଆହତ ପରେ ଚିନ୍ତାରେ ଟିମ ଇଣ୍ଡିଆ

ଭାରତ-ଇଂଲଣ୍ଡ ୪ର୍ଥ ଟେଷ୍ଟ :୪ ଖେଳାଳି ଆହତ ପରେ ଚିନ୍ତାରେ ଟିମ ଇଣ୍ଡିଆ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜରେ ୨-୧ରେ ପଛୁଆ ଥିବା ଟିମ ଇଣ୍ଡିଆ ପାଇଁ ଚତୁର୍ଥ ଟେଷ୍ଟ ପୂର୍ବରୁ ସମସ୍ୟା ଦେଖା ଦେଇଛି । ଚତୁର୍ଥ ଟେଷ୍ଟ ପୂର୍ବରୁ ଭାରତର ୪ ଜଣ ପ୍ରମୁଖ ଖେଳାଳୀ ଆହତ ହେବା ଭାରତକୁ ଚିନ୍ତାରେ ପକାଇ ଦେଇଛି । ଉଭୟ ଦେଶ ମଧ୍ୟରେ ୪ର୍ଥ ଟେଷ୍ଟ ଆସନ୍ତା ୨୩ ତାରିଖରୁ ମାଞ୍ଚେଷ୍ଟରରେ ଖେଳାଯିବ । ସିରିଜ ବଞ୍ଚାଇବାକୁ ମାଞ୍ଚେଷ୍ଟର ଟେଷ୍ଟ ଭାରତ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି ।

ପୂର୍ବରୁ ଅର୍ଶଦୀପ ସିଂଙ୍କ ହାତରେ ଆଘାତ ଲାଗିଥିବାରୁ ଆହତ ହୋଇଥିବା ବେଳେ ଏବେ ଅଲରାଉଣ୍ଡର ନୀତିଶ କୁମାର ରେଡ୍ଡି ଆହତ ହୋଇଛନ୍ତି । ଜିମରେ ପ୍ରଶିକ୍ଷଣ ନେବା ସମୟରେ ତାଙ୍କର ଆଣ୍ଠୁରେ ଗଭୀର ଆଘାତ ଲାଗିଛି ।

ଦ୍ରୁତ ବୋଲର ଆକାଶ ଦୀପ ମଧ୍ୟ ଆହତ ହୋଇଛନ୍ତି । ଏଥିପାଇଁ ହରିୟାଣା ଦ୍ରୁତ ବୋଲର ଅଂଶୁଲ କମ୍ବୋଜଙ୍କୁ ଦଳରେ ସାମିଲ କରାଯାଇଛି ।

ୱିକେଟ କିପର ତଥା ବ୍ୟାଟର ରିଷଭ ପନ୍ତ ମଧ୍ୟ ଆହତ ହୋଇଛନ୍ତି । ଲର୍ଡସ ଟେଷ୍ଟରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଛି । ଦଳ ତାଙ୍କୁ ବ୍ୟାଟର ଭାବେ ସୁଯୋଗ ଦେଲେ ଧ୍ରୁବ ଜୁରେଲଙ୍କୁ କିପିର ଭାବେ ସୁଯୋଗ ମିଳିପାରେ ।

୨୪ ବର୍ଷୀୟ ଦ୍ରୁତ ବୋଲର ଅଂଶୁଲ ଗତ ମାସରୁ ଭାରତ ଏ ଟିମରେ ସାମିଲ ହୋଇଥିଲେ । ସେ ଇଂଲଣ୍ଡରେ ଦୁଇଟି ୩ ଦିବସୀୟ ମ୍ୟାଚ ଖେଳିଥିଲେ । ସେ ଦୁଇଟି ମ୍ୟାଚରେ ୫ଟି ୱିକେଟ ନେଇଛନ୍ତି । ଅଂଶୁଲ ପ୍ରଥମ ଶ୍ରେଣୀ କ୍ରିକେଟରେ ୨୪ଟି ମ୍ୟାଚ ଖେଳି ୭୯ ୱିକେଟ ନେଇଛନ୍ତି ।

Leave a comment

Your email address will not be published. Required fields are marked *