orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ରାଜ୍ୟ > ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ, ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ, ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଓଡ଼ିଶା ଲିଡ୍ସ (ବ୍ୟୁରୋ): ସଙ୍ଗଠିତ ହେଉଥିବା କଂଗ୍ରେସକୁ ଲାଗିଛି ବଡ଼ ଝଟକା । ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍‌ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ନେଇ ଛାତ୍ର କଂଗ୍ରେସ ସଭାପତିଙ୍କ ନାମରେ ଅଭିଯୋଗ ହେଲା ପରେ ପୋଲିସ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରିଛି । ମଞ୍ଚେଶ୍ବର ଥାନା ପୋଲିସ ତାଙ୍କୁ ଅଟକ ରଖିଥିଲା ବେଳେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି। ଅନ୍ୟ ପକ୍ଷରେ କଂଗ୍ରେସ ପକ୍ଷରୁ ଆଜି ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।

ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ ଚଳିତ ବର୍ଷ ମାର୍ଚ୍ଚ ୧୮ତାରିଖ ଅପରାହ୍ନରେ ସେ ଓ ତାଙ୍କର ଜଣେ ବାନ୍ଧବୀ ଓ ଜଣେ ସହପାଠୀ ମାଷ୍ଟରକ୍ୟାଣ୍ଟିନ୍‌ ଛକକୁ ବୁଲିବାକୁ ଯାଇଥିଲେ। ସେଠାରେ ସହପାଠୀ ଜଣକ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ। ଏହାପରେ ଉଦିତଙ୍କ ଗାଡ଼ିରେ ସେମାନେ ନୂଆପଲ୍ଲୀ ସ୍ଥିତ ଏକ ହୋଟେଲକୁ ଯାଇଥିଲେ।ହୋଟେଲ୍‌ରେ ସେମାନେ ମଦ ପିଇଥିଲେ। ପୀଡ଼ିତା ଜଣକ ମଦ ପିଇବାକୁ ମନା କରିଥିଲେ। ତେଣୁ ଉଦିତ ତାଙ୍କୁ ମୃଦୁପାନୀୟ ପିଇବାକୁ କହିଥିଲେ। ମୃଦୁ ପାନୀୟ ପିଇବାର କିଛି ସମୟ ପରେ ତାଙ୍କ ମୁଣ୍ଡ ଘୂରାଇ ଦେଇଥିଲା। ତେଣୁ ତୁରନ୍ତ ଘରେ ଛାଡ଼ିଦେବାକୁ ସେ କହିଥିଲେ। ମାତ୍ର ଉଦିତ ଓ ଅନ୍ୟମାନେ ତାଙ୍କୁ ଯିବାକୁ ଦେଇ ନଥିଲେ। ଏହାପରେ ସେ ସଂଜ୍ଞାହୀନ ହୋଇପଡ଼ିଥିଲେ। ହୋସ ଫେରିବା ବେଳକୁ ସେ ଉଦିତ ତାଙ୍କ ସହିତ ଦୁଷ୍କର୍ମ କରିଥିବା ଜାଣି ପାରିଥିଲେ । ଏନେଇ ସେ ଉଦିତଙ୍କୁ ପଚାରିବାରୁ ସେ ତାଙ୍କୁ ଧମକ ଦେଇଥିଲେ।

ଅଭିଯୋଗ କଲେ, ତାଙ୍କୁ ଭୟଙ୍କର ପରିଣତି ଭୋଗିବାକୁ ପଡ଼ିବ ବୋଲି ମଧ୍ୟ ଧମକ ଦେଇଥିଲେ । ଉଦିତ ଜଣେ ଛାତ୍ରନେତା ହୋଇଥିବାରୁ ପୀଡ଼ିତା ଡରିଯାଇଥିଲେ ଏବଂ ନିରବ ରହିବାକୁ ବାଧ୍ୟ ହୋଇଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି। ଦୁଷ୍କର୍ମ ଅଭିଯୋଗ ପରେ ମଞ୍ଚେଶ୍ବର ଥାନା ପୁଲିସ ଉଦିତଙ୍କୁ ରାତି‌ରେ ଉଠାଇ ନେଇଛି। ଏହି ଖବର ପାଇ ଉଦିତଙ୍କ ପରିବାର ଲୋକେ ଏବଂ ଛାତ୍ର କଂଗ୍ରେସର ପ୍ରାୟ ୫୦ଜଣ ଛାତ୍ର ନେତା ମଞ୍ଚେଶ୍ବର ଥାନା ସମ୍ମୁଖରେ ଏକାଠି ହୋଇଛନ୍ତି।

Leave a comment

Your email address will not be published. Required fields are marked *