Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମାନପୁର ଓଭର ବ୍ରିଜ ମରାମତି ପାଇଁ ଜିଲ୍ଲାପାଳଙ୍କୁ ପତ୍ର ଲେଖିଲେ ପୂର୍ବତନ ମନ୍ତ୍ରୀ

ମାନପୁର ଓଭର ବ୍ରିଜ ମରାମତି ପାଇଁ ଜିଲ୍ଲାପାଳଙ୍କୁ ପତ୍ର ଲେଖିଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବ୍ୟସ୍ତ ବହୁଳ ମାନପୁର ଓଭର ବ୍ରିଜକୁ ତୁରନ୍ତ ମରାମତି କରିବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଇଂ ଘଡାଇ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଯାଜପୁର ଜିଲ୍ଲା ସୁକିନ୍ଦା କ୍ରୋମାଇଟ ଖଣି ଏବଂ କଳିଙ୍ଗନଗର ଶିଳ୍ପାଞ୍ଚଳ ସହିତ ବ୍ୟାସନଗର ମୁନସିପାଲିଟି, ଜିଲ୍ଲା ମୁଖ୍ୟାଳୟ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମୁଖ୍ୟାଳୟ ସହିତ ସଂଯୋଗ କରୁଥିବା ଡୁବୁରୀ-ଦାନଗଦୀ ରାସ୍ତାରେ ଥିବା ମାନପୁର ଓଭର ବ୍ରିଜ୍‌ଟି ମରାମତି ଅଭାବରୁ ବିଭିନ୍ନ ସ୍ଥାନରେ-ବଡ ବଡ ଖାଲ ଖମା ସୃଷ୍ଟି ହେବା ସହିତ ଏହା ସ୍ଥାନୀୟ ଜନସାଧାରଣଙ୍କ ପାଇଁ ବିପଦର କାରଣ ସାଜିଛି । ଏହାର ତୁରନ୍ତ ମରାମତି କରାନଗଲେ ଏହା ଯେ କୌଣସି ମୁହୁର୍ଭରେ ଭୁଷୁଡି ପଡିବାର ଆଶଙ୍କା ଅଛି ।

ଦ୍ଵିତୀୟତଃ ଏହି ରାସ୍ତା ଉପରେ ଦୈନିକ ହଜାର ହଜାର ସଂଖ୍ୟାରେ ଟ୍ରକ, ବସ, ଟ୍ରଲର, ଆମ୍ବୁଲାନ୍ସ, ଯାତ୍ରୀବାହି ବସ, ସ୍କୁଲ ବସ ଏବଂ କମ୍ପାନୀ ବସ୍ ଇତ୍ୟାଦି ଯିବା ଆସିବା କରିବା କରୁଛନ୍ତି । ଫଳରେ ଓଭର ବ୍ରିଜ ଜାମ ହୋଇ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ୨୦୧୯-୨୦ ମସିହାରେ ଦ୍ଵିତୀୟ ରେଲୱେ ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ ତାହାର କାର୍ଯ୍ୟ ବର୍ତ୍ତମାନ ବନ୍ଦ ଅଛି । ତେଣୁ ମାନପୁର ଓଭର ବ୍ରିଜର ତୁରନ୍ତ ମରାମତି, ଦ୍ଵିତୀୟ ରେଲୱେ ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସମସ୍ତ ବ୍ୟବସାୟୀକ ଭାରିଯାନ ଗୁଡିକୁ ଖୁରାଂଟି ବି.ଆର.ପି.ଏଲ୍ ଛକ ଠାରୁ ଦାନଗଦୀ ଛକ ଭାୟା ରାବଣା ଦେଇ ଚଳାଚଳ କରିବା ପାଇଁ ପୂର୍ଭ ବିଭାଗ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଯାଜପୁର ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି ।

Leave a comment

Your email address will not be published. Required fields are marked *