Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ର୍ଜାତୀୟ > ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୮ କାଉଡିଆ ମୃତ, ଅନେକ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୮ କାଉଡିଆ ମୃତ, ଅନେକ ଗୁରୁତର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଝାଡ଼ଖଣ୍ଡର ଦେଓଘରରେ ଆଜି ଭୋର ପ୍ରାୟ ୪ଟା ୩୦ ମିନଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାଉଡ଼ିଆଙ୍କୁ ନେଇ ଯାଉଥିବା ଏକ ବସ ଗ୍ୟାସ ସିଲିଣ୍ଡର ବୋଝେଇ ଏକ ଟ୍ରକ ସହିତ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୮ ଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି ବୋଲି ବିଜେପି ସାଂସଦ ନିଶୀକାନ୍ତ ଦୁବେ ସୂଚନା ଦେଇଛନ୍ତି ।

ପୋଲିସ ସୂଚନା ଅନୁଯାୟୀ ଦେଓଘରର ମୋହନପୁର ଥାନା ଅଞ୍ଚଳର ଜମୁନିୟା ଜଙ୍ଗଲ ନିକଟରେ ଏହି ଦୁର୍ଘଟଣା ଘଟିଛି । ୩୨ ସିଟ୍ ବିଶିଷ୍ଟ ଏକ ବସ କାଉଡ଼ିଆଙ୍କୁ ନେଇ ଯାଉଥିବା ବେଳେ ଅନ୍ୟ ଏକ ଟ୍ରକ୍ ସହିତ ଧକ୍କା ହୋଇଛି। ବିଜେପି ସାଂସଦ ନିଶୀକାନ୍ତ ଦୁବେ କହିଛନ୍ତି, “ମୋର ଲୋକସଭା ନିର୍ବାଚନ ମଣ୍ଡଳୀ ଦେଓଘରରେ, ଆଜି ଏହି ଦୁର୍ଘଟଣାରେ ଯୋଗୁଁ ୧୮ ଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ମୋହନପୁର ଥାନାକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଥିଲା । ଅଗ୍ନିଶମ ବାହିନୀ ଓ ପୋଲିସ ମିଳିତ ଭାବେ ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ମୋହନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ସେଠାରୁ ଆହତମାନଙ୍କୁ ଦେଓଘର ସଦର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ମୃତମାନଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ପାରିନାହିଁ। ମୃତ ଦେହ ଗୁଡ଼ିକୁ ଦେଓଘର ସଦର ହସ୍ପିଟାଲକୁ ପଠାଯାଉଛି । ସ୍ଥାନୀୟ ଲୋକଙ୍କ ମତରେ, ୨୦ରୁ ଅଧିକ ଭକ୍ତ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି।

Leave a comment

Your email address will not be published. Required fields are marked *