Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଦାୟିତ୍ୱବୋଧ ପଥର ପଥିକ ଇଂ ପ୍ରୀତିରଞ୍ଜନ ଘଡାଇ

ଦାୟିତ୍ୱବୋଧ ପଥର ପଥିକ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି କାଲିର ସ୍ୱାର୍ଥପର ଦୁନିଆଁରେ ବିପଦରେ ପଡିଥିବା ଲୋକଟିକୁ ଦେଖି ଲୋକ ମୁହଁ ଆଡେଇ ଚାଲି ଯାଉଛନ୍ତି । ରାଜନୀତି କ୍ଷେତ୍ରରେ ଯଦି କିଏ ଭୋଟ ନଦେଇଛି କିମ୍ବା ସେହି ବ୍ୟକ୍ତି ତାଙ୍କ ଦଳର ନୁହଁନ୍ତି ତେବେ ତା ନିକଟରେ ଛିଡା ହେବା ନେତାଙ୍କ ପାଇଁ ସମ୍ଭବ ନୁହେଁ । ହେଲେ ଏ ସବୁର ବ୍ୟତିକ୍ରମ କିନ୍ତୁ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ପାଖରେ ଦେଖିବାକୁ ମିଳେ । ଦଳୀୟ ଭାବନାରେ କିଏ ତାଙ୍କୁ ଆକ୍ଷେପ କଲେ ମଧ୍ୟ ତାକୁ ଗୁରୁତ୍ୱ ଦିଅନ୍ତି ନାହିଁ । ନିଜ ଅଞ୍ଚଳ ପ୍ରତି ନିଜ ଲୋକଙ୍କ ପ୍ରତି ତାଙ୍କ କର୍ତ୍ତବ୍ୟ ଓ ଦାୟିତ୍ୱବୋଧକୁ ସବୁ ସମୟରେ ପ୍ରାଧାନ୍ୟ ଦେବା ତାଙ୍କ ପ୍ରାଥମିକତା ।

ଗତ ନିର୍ବାଚନରେ ସେ ପରାଜିତ ହୋଇଛନ୍ତି । ହେଲେ ନିଜ କର୍ତ୍ତବ୍ୟ ଓ ଦାୟିତ୍ୱବୋଧରୁ ଟିକିଏବି ପଛଘୁଞ୍ଚା ଦେଇ ନାହାନ୍ତି । ସବୁ ସମୟରେ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ କରି ଚାଲିଛନ୍ତି ନିଜ ଅଞ୍ଚଳ ପାଇଁ । ନିଜର କର୍ମଭୂମିରେ ସବୁ ସମୟରେ ଘୁରି ବୁଲୁଛନ୍ତି । ଲୋକଙ୍କ ସୁଖରେ ଛିଡା ହେଉଛନ୍ତି ଦୁଃଖରେ ବି ଛିଡା ହୋଇ “ମୁଁ ତୁମ ସାଥିରେ ଅଛି” ବୋଲି ଭରସା ବିଶ୍ୱାସ ଦେଉଛନ୍ତି ।

ନିକଟରେ ଜିନ୍ଦଲ କାରଖାନା ସମ୍ମୁଖରେ ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା ବେଳେ ଜଣେ ଆହତ ହୋଇଥିଲେ । ଘଟଣାକୁ ନେଇ ପ୍ରାୟ ଦଶଘଣ୍ଟା ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣା ସ୍ଥଳରେ ପହଞ୍ଚି କ୍ଷତିପୂରଣ ଦାବି ସହିତ ମୃତଦେହ କାହିଁକି ପଡିରହିଛି, କାହିଁକି ଆମ୍ବୁଲାନ୍ସ ଆସିଲା ନାହିଁ ଆଦି ବିଭିନ୍ନ ପ୍ରଶ୍ନ ପୋଲିସ ଓ ପ୍ରଶାସନକୁ ପଚାରିଥିଲେ ଇଂ ଘଡାଇ । ପ୍ରାୟ ଆଠ ଘଣ୍ଟା ଧରି ମୃତଙ୍କ ଶବ ପାଖରେ ତାଙ୍କ ପରିବାର ସହିତ ବର୍ଷାରେ ଭିଜିଥିଲେ । ଜଣେ ଲୋକପ୍ରତିନିଧି ଭାବେ ନିଜ ଦାୟିତ୍ୱ ନିଭାଉଥିଲା ବେଳେ ପୋଲିସ ତାଙ୍କ ନାମରେ ମାମଲା ରୁଜୁ କରିବା ସହିତ ଅନ୍ୟ ୨୦ ଜଣଙ୍କ ନାମରେ ମଧ୍ୟ ମାମଲା ରୁଜୁ କରିଥିଲା । ଏହି ଘଟଣା ସାରା ରାଜ୍ୟରେ ବେଶ ଚର୍ଚ୍ଚାର ବିଷୟ ହୋଇଥିଲା ।

ଏଇଠୁ ନିଜ ଦାୟିତ୍ୱ ସାରି ଦେଇ ନଥିଲେ ଇଂ ଘଡାଇ । ମୃତ ଯୁବକଙ୍କ ଏକାଦଶାହରେ ତାଙ୍କ ପରିବାର ନିକଟରେ ପହଞ୍ଚି ଥିଲେ । ତାଙ୍କ ପରିବାରକୁ ସାନ୍ତ୍ୱନା ଦେଇ ମୁଁ ତୁମ ସହିତ ଅଛି ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ । ଏହି ସମୟରେ ମୃତ ଯୁବକଙ୍କ ଦୁଇ ପିଲାଙ୍କୁ କୋଳେଇ ନେଉଥିବାର ଦୃଶ୍ୟ ଉପସ୍ଥିତ ଲୋକଙ୍କ ଆଖିକୁ ବି ଓଦା କରି ଦେଇଥିଲା ।

Leave a comment

Your email address will not be published. Required fields are marked *