Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ: ନାରୀ ସୁରକ୍ଷାକୁ ପ୍ରାଥମିକତା ଦେଇ ଆକ୍ସନ ମୋଡରେ ରହୁ ପୋଲିସ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ: ନାରୀ ସୁରକ୍ଷାକୁ ପ୍ରାଥମିକତା ଦେଇ ଆକ୍ସନ ମୋଡରେ ରହୁ ପୋଲିସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଦୈନିକ ନାରୀ ମାନଙ୍କୁ ନେଇ ବିଭିନ୍ନ ଘଟଣା ଘଟୁଥିଲା ବେଳେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନାରୀ ସୁରକ୍ଷା କ୍ଷେତ୍ରରେ ସବୁବେଳେ ଆକ୍ସନ ମୋଡରେ ରହୁ ପୋଲିସ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ ଏବଂ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରନ୍ତୁ ବୋଲି ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଗତକାଲି ଲୋକସେବା ଭବନରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପୂର୍ବତନ ପୋଲିସ ମହା ନିର୍ଦ୍ଦେଶକ ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ପୋଲିସ ମହା ନିର୍ଦ୍ଦେଶକ ୱାଇ.ବି. ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *