Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଝରଣାରେ ଅଘଟଣ: ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ, ସ୍ମଶାନ ଘାଟରେ ପହଞ୍ଚିଲେ ଡ୍ୟାନି

ଝରଣାରେ ଅଘଟଣ: ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ, ସ୍ମଶାନ ଘାଟରେ ପହଞ୍ଚିଲେ ଡ୍ୟାନି

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ଥାନା ଅଞ୍ଚଳର ଏକ ଝରଣାରେ ଗାଧୋଉଥିବା ସମୟରେ ପାଣିରେ ଦୁଇ ସାଙ୍ଗ ନିଖୋଜ ହୋଇଥିଲେ । ଖବର ପାଇ ସୁକିନ୍ଦା ଅଗ୍ନିଶ୍ରମ ବିଭାଗ ଗତ ଶନିବାର ଦିନ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରିଥିଲା । ରବିବାର ଦିନ ଅନ୍ୟଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ଗତ ଶନିବାର ପୂର୍ବାହ୍ନରେ ୩ଜଣ ଯୁବକ ସାଙ୍ଗହୋଇ ରାଙ୍କିଆ ପାହାଡ ନିକଟ ଝରଣାକୁ ଗାଧୋଇ ଯାଇଥିଲେ। ଏକ ପାହାଡ ଖୋଲରେ ମାନସ ଓ ଶମ୍ଭୁ ଗାଧୋଉଥିବା ସମୟରେ ହଠାତ୍ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ସହ ଥିବା ବୁତୁରୁ ନାମକ ନାବାଳକ ଫୋନକରି ଏ ବିଷୟରେ ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗ୍ରାମବାସୀ ତୁରନ୍ତ ସୁକିନ୍ଦା ଅଗ୍ନିଶ୍ରମ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ପାଇ ଅଗ୍ନିଶ୍ରମ ବିଭାଗ ଅଧିକାରୀ ରଜନୀକାନ୍ତ ସାମଲଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାସ୍ଥଳରେ ଦୀର୍ଘ ୬ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ କରିବା ପରେ ସନ୍ଧ୍ୟାରେ ଶମ୍ଭୁର ମୃତଦେହ ଉଦ୍ଧାର କରିଥିଲା। ରବିବାର ଦିନ ପୁଣି ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଆଜି ନିଖୋଜ ମାନସର ମୃତଦେହ ଉଦ୍ଧାର କରିଛି ଅଗ୍ନିଶ୍ରମ ବିଭାଗ।ଅଙ୍ଗନବାଡ଼ି କର୍ମୀ ଦମୟନ୍ତୀ ମହାନ୍ତ ଓ ଉଚ୍ଚଶିକ୍ଷିତ କୃଷକ ମନମୋହନ ମହାନ୍ତଙ୍କ ପୁଅ ମାନସ ବିଟେକ ଡିଗ୍ରିଧାରୀ । ସେ ବେଙ୍ଗାଲୁରୁରେ ଚାକିରି କରୁଥିଲେ। ଶମ୍ଭୁ ମଧ୍ୟ ଜଣେ ସ୍ନାତକ । ସୁକିନ୍ଦା ରେଞ୍ଜ୍ ମହାଗିରି ପର୍ବତମାଳା ମଧ୍ୟସ୍ଥ ଏହି ସ୍ଥାନରେ ବର୍ଷାଦିନିଆ ଜଳପ୍ରପାତ ସୃଷ୍ଟି ହୋଇଥାଏ। ଭୂମି ପତନରୁ ପାଖାପାଖି ୩ ଶହ ଫୁଟ ଉଚ୍ଚରେ ଥିବା ଏହି ସୁଦୃଶ୍ୟ ଜଳ ପ୍ରପାତ ତଳେ ଥିବା ପାହାଡ଼ଖୋଲରେ ପ୍ରବାହିତ ଝରଣାରେ ବିପଜ୍ଜନକ ଭାବେ ଏକ ଗଭୀର ଗଣ୍ଡ ରହିଛି। ଏହି ଖବର ପାଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ ସ୍ମଶାନ ଘାଟରେ ପହଞ୍ଚିଥିଲେ । ଯୁବକଙ୍କ ମୃତ୍ୟରେ ଗଭୀର ସମବେଦନା ଜଣାଇବା ସହିତ ଉଭୟ ପରିବାର ସଦସ୍ୟଙ୍କୁ ମଧ୍ୟ ଭେଟିଥିଲେ । ଅପରପକ୍ଷେ ପୋଲିସ ଦୁଇଟି ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

Leave a comment

Your email address will not be published. Required fields are marked *