Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଂକେତ ଦେଲେ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ

ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଂକେତ ଦେଲେ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ ଦେଇଛନ୍ତି ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ । ଜଣେ ଅନୁଭବୀ ତଥା ରାଜ୍ୟର ଅଭିଜ୍ଞ ଓ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ । ତେଣୁ ତାଙ୍କ ସଙ୍କେତ ରାଜ୍ୟ ରାଜନୀତିରେ ଗୁରୁତ୍ୱ ରଖିବା ସ୍ୱାଭାବିକ । ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ତଥାଗତ ଶତପଥୀ କହିଥିବା କଥାକୁ ସମର୍ଥନ କରି ନୂଆ ଆଞ୍ଚଳିକ ଦଳ ଗଠନ ନେଇ ସଙ୍କେତ ଦେଇଛନ୍ତି ବରିଷ୍ଠ ରାଜନେତା ଅମର ଶତପଥୀ। ଗତ ସାଧାରଣ ନିର୍ବାଚନରେ ବିଜେଡି ଏହି ଅନୁଭବୀ ନେତାଙ୍କୁ ଅଣଦେଖା କରିଥିଲା । ପରେ ସେ ବିଜେଡି ସହିତ ସମ୍ପର୍କ ତୁଟାଇ ଦେଇଥିଲେ । ପୂର୍ବତନ ମନ୍ତ୍ରୀ ଅମର ଶତପଥୀ ଆଜି ଗଣମାଧ୍ୟମକୁ ଦେଇଥିବା ବିବୃତି ଏଭଳି କିଛି ଦିଗ ଆଡକୁ ଇସାରା କରୁଛି।

ସେ କହିଛନ୍ତି ନୂଆ ରୂପରେ ଆସିବ ବିଜେଡ଼ି ଭାଙ୍ଗିଯିବ ପୁରୁଣା ବିଜେଡି । ବିଜେଡିର ପୂର୍ବତନ ସାଂସଦ ତଥାଗତ ଶତପଥୀ ବର୍ତ୍ତମାନର ବିଜେଡି ଭାଙ୍ଗି ନୂଆ ଆଂଚଳିକ ଦଳ ଆତ୍ମପ୍ରକାଶ କରିବ ବୋଲି କହିଥିଲେ । ଅମର ଆହୁରି କହିଛନ୍ତି, ବର୍ତ୍ତମାନର ବିଜେଡି, ଲୋକ ଓ କର୍ମୀଙ୍କ ଠାରୁ ଦୂରେଇ ଯାଉଛି । କିଛିଦିନ ତଳେ ଅମର, ସୌମ୍ୟ ପଟ୍ଟନାୟକ, ପ୍ରସନ୍ନ ପାଟଶାଣୀ ପ୍ରମୁଖ ନେତା ଏକତ୍ରିତ ହୋଇଥିଲେ ।

Leave a comment

Your email address will not be published. Required fields are marked *