Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ମନ୍ତ୍ରୀ

ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଓ ବିଜେପି ଜନତା ଯୁବ ମୋର୍ଚ୍ଚା ଦ୍ଵାରା ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଭୁବନେଶ୍ୱର ଠାରେ ନମୋ ଯୁବ ରନ ମାରାଥନ ଆୟୋଜିତ ହୋଇଯାଇଛି ।

କଳିଙ୍ଗ ଷ୍ଟାଡିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ଆୟୋଜିତ ଏହି ମିନି ମାରାଥନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ପ୍ରାୟ ୧୦ ହଜାର ଯୁବ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ବାବୁ ସିଂ, ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହପାତ୍ର ଓ ଅନ୍ୟାନ୍ୟ ବରିଷ୍ଠ ନେତା ଯୋଗଦେଇଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ସାରା ଦେଶର ୭୫ ସହରରେ ଏହି ଗଣ ଦୌଡ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଯୁବ ପିଢ଼ିକୁ ନିଶା ଠାରୁ ଦୂରେଇ ରଖିବା, ଆଗାମି ୨୦୪୭ ରେ ଯୁବକଙ୍କୁ ନେଇ ଶସକ୍ତ, ସମୃଦ୍ଧ ରାଜ୍ୟ ଓ ଦେଶ ଗଠନ ଦିଗରେ ସେମାନଙ୍କୁ ଆଗକୁ ନେବାର ବାର୍ତ୍ତା ଦିଆଯାଇଛି । ଏହି ଦୌଡ଼ରେ ଯୁବ ୭୫ ବର୍ଷୀୟା ଉର୍ମିଳା ଦାସ ମଧ୍ୟ ସାମିଲ ହୋଇଥିଲେ । ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯିଗୀଙ୍କୁ ୨୫ ହଜାର, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ ହଜାର ଓ ତୃତୀୟ ସ୍ଥାନ ପାଇଁ ୧୦ ହଜାର ଟଙ୍କା ଚତୁର୍ଥ ସ୍ଥାନ ପାଇଁ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା ।

Leave a comment

Your email address will not be published. Required fields are marked *