Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରାଜ୍ୟର ଯୁବକ ଯୁବତୀଙ୍କ ମନୋବଳ ଆଜି ଭାଙ୍ଗି ଯାଇଛି, ଘଟଣାର ସିବିଆଇ ତଦନ୍ତ କରନ୍ତୁ ମୁଖ୍ୟମନ୍ତ୍ରୀ

ରାଜ୍ୟର ଯୁବକ ଯୁବତୀଙ୍କ ମନୋବଳ ଆଜି ଭାଙ୍ଗି ଯାଇଛି, ଘଟଣାର ସିବିଆଇ ତଦନ୍ତ କରନ୍ତୁ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୋଲିସ ଏସଆଇ ପରୀକ୍ଷା ମହା ଘୋଟାଲାରେ ଶାସକ ବିଜେପି ଓ ମୁଖ୍ୟ ଵିରୋଧି ଦଳ ବିଜେଡି ମୁହାଁ ମୁହିଁ ହୋଇଛନ୍ତି । ବିଜେପି ବିଧାୟକ ବାବୁ ସିଂଙ୍କ ମନ୍ତବ୍ୟ ପରେ ବିଜେଡି ପକ୍ଷରୁ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଇଂ ଘଡାଇ କହିଛନ୍ତି, ରାଜ୍ୟର ସରକାର ହେଉଛନ୍ତି ଚାକିରି ଚୋର ସରକାର। ମୁଖ୍ୟମନ୍ତ୍ରୀ ଯେଉଁ କ୍ରାଇମ ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛନ୍ତି ତାହା ସନ୍ଦେହ ସୃଷ୍ଟି କରୁଛି । ମୁଖ୍ୟ କାର୍ପଟଦାରକୁ ଛାଡି ଦେବା ପାଇଁ କ୍ରାଇମ ବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ବାଟବଣା କରିବାକୁ ଉଦ୍ୟମ କରୁଛି । ଯଦି ଏହି ମହା ଘୋଟଲାର ଅସଲି ଚେହେରା ନଧରା ପଡ଼ନ୍ତି ତେବେ ଯୁବବର୍ଗ ନ୍ୟାୟ ପାଇବାରୁ ବଞ୍ଚିତ ହେବେ । ଏହି ଘଟଣା ପରେ ରାଜ୍ୟର ଯୁବକ ଯୁବତୀ ନିରାଶ ହୋଇ ପଡିଛନ୍ତି ।

ମାର୍ଚ୍ଚ ୭ରେ ଏସ୍ଆଇ ପରୀକ୍ଷା ହେବାର ଥିଲା। ତାକୁ ହଠାତ ବାତିଲ କାହିଁକି କରାଗଲା। ସେତେବେଳେର ଓପିଆରସି ଅଧ୍ୟକ୍ଷ ସନ୍ତୋଷ ଉପାଧ୍ୟାୟ ଇସ୍ତଫା ଦେଇଥିଲେ। ତାଙ୍କ ଇସ୍ତଫାର କାରଣ କଣ ଓ ଇସ୍ତଫା ଦେବାକୁ ତାଙ୍କ ଉପରେ କିଏ ଚାପ ପକାଇଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଚାପ ପକାଇଥାଇ ପାରିଥାନ୍ତି। ଆଇଟିଆଇ ପ୍ରଥମେ ରିଚ୍ ମାଇଣ୍ଡ ସଂସ୍ଥାକୁ ଏହାର ଦାୟିତ୍ୱ ଦେଇଥିଲା। ତାପରେ ରିଚ ମାଇଣ୍ଡକୁ ବାଦ ଦେଇ ସିଲିକନକୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଥିଲା । କାହା ସ୍ଵାର୍ଥରେ ସିଲିକନକୁ ଏହି ଦାୟିତ୍ୱ ଦିଆଗଲା ଓ ଏହା ପଛରେ କି ଉଦ୍ଦେଶ୍ୟ ଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଜବାବ ରଖନ୍ତୁ ବୋଲି ମଧ୍ୟ ଦାବି କରିଛନ୍ତି ।

ଦଲାଲ ମାନଙ୍କୁ ଗିରଫ କରି ସରକାର ସଂଖ୍ୟା ଦେଖାଉଥିଲା ବେଳେ ମାଷ୍ଟର ମାଇଣ୍ଡକୁ ଧରୁ ନାହାନ୍ତି। ବଡ଼ ମୁଣ୍ଡଙ୍କୁ ସୁରକ୍ଷା ଦେବାକୁ ଏ କ୍ରାଇମ ବ୍ରାଞ୍ଚ ତଦନ୍ତ କରାଯାଉଛି।ତଦନ୍ତର ସ୍ଵଛତା ପାଇଁ ସରକାର ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରନ୍ତୁ । ଯିଏ ଦୋଷୀ ତାକୁ ସରକାର ଧରନ୍ତୁ। ମୁଖ୍ୟମନ୍ତ୍ରୀ ନିଜ ସ୍ଵଛତାର ପ୍ରମାଣ ଦେବା ସହିତ ଯୁବକ ଯୁବତୀଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ । ସମସ୍ତ ଦୋଷୀ ଦଣ୍ଡ ପାଆନ୍ତୁ, ବିଜେଡ଼ି ଏଥିରେ ସହଯୋଗ କରିବ ବୋଲି ଇଂ ପ୍ରୀତିରଞ୍ଜନ ଘଡାଇ କହିଛନ୍ତି।

Leave a comment

Your email address will not be published. Required fields are marked *