Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବରୀ ମାଉଣ୍ଡ-ଦରଘା ରାସ୍ତା: ସମ୍ପ୍ରସାରଣରୁ ବାଦ ପଡିଲା ଦୁଇଶହ ମିଟର

ବରୀ ମାଉଣ୍ଡ-ଦରଘା ରାସ୍ତା: ସମ୍ପ୍ରସାରଣରୁ ବାଦ ପଡିଲା ଦୁଇଶହ ମିଟର

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଳକର ସର୍ବାଧିକ ବ୍ୟସ୍ତ ବହୁଳ ରାସ୍ତାର ମାନ୍ୟତା ପାଇଛି ବରୀ ମାଉଣ୍ଡ-ରାମଚନ୍ଦ୍ରପୁର ରାସ୍ତା । ଏହି ରାସ୍ତା ଉପରେ ବରୀ ବ୍ଳକର ୨୯ ପଞ୍ଚାୟତର ଜନ ସାଧାରଣ ନିର୍ଭରଶୀଳ । ଦୈନିକ ଶହ ଶହ ସଂଖ୍ୟାରେ ବଡ଼ ଓ ଛୋଟ ଗାଡି ଏହି ରାସ୍ତା ଦେଇ ଗତାଗତ କରୁଛି । ରାସ୍ତାର ଉଭୟ ପଟରେ ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ରହିଛି । ଏବେ ଏହି ରାସ୍ତାର ବରୀ ମାଉଣ୍ଡ ଠାରୁ ଦରଘା ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ହେଉଛି । ରାସ୍ତା ସମ୍ପ୍ରସାରଣ ସମୟରେ ଏହି ରାସ୍ତାର ୨ଶହ ମିଟର ରାସ୍ତା ସମ୍ପ୍ରସାରଣ ହୋଇ ପାରି ନଥିବା ଦେଖିବାକୁ ମିଳିଛି । କେଉଁ କାରଣ ପାଇଁ ଏହି ଦୁଇଶହ ମିଟର ରାସ୍ତା ସମ୍ପ୍ରସାରଣ ହୋଇ ପାରିଲା ନାହିଁ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ପୂର୍ବରୁ ଏହି ରାସ୍ତା ଜଳ ସଂପଦ ବିଭାଗ ଅଧିନରେ ଥିଲା ବେଳେ ଏବେ ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧିନରେ ରହିଛି । ଯେଉଁ ଦୁଇଶହ ମିଟର ରାସ୍ତା ସମ୍ପ୍ରସାରଣ ହୋଇ ନାହିଁ ସେଠାରେ ଗୁରୁତର ଟ୍ରାଫିକ ସମସ୍ୟା ଦେଖା ଦେବାର ଆଶଙ୍କା ରହିଛି । ପାଗ ବଦଳି ଥିବାରୁ ଖୁବ ଶିଘ୍ର ଏହି ରାସ୍ତା ପିଚୁ କାମ ଆରମ୍ଭ ହେବ । ଏହା ପୂର୍ବରୁ ବିଭାଗ ପକ୍ଷରୁ ଦରଘା ପୂର୍ବରୁ ଅଟକିଥିବା ଦୁଇଶହ ମିଟର ରାସ୍ତାର ସଂପ୍ରସାରଣ କାର୍ଯ୍ୟ ଶେଷ କରିବାକୁ ସାଧାରଣରେ ଦାବି ହୋଇଛି । ଅନ୍ୟପକ୍ଷରେ ଏ ନେଇ ଜିଲ୍ଲାପାଳ ପଦକ୍ଷେପ ନେବାକୁ ବରିଷ୍ଠ ସମାଜସେବୀ ଲାଲ ବିହାରୀ ମହାନ୍ତି, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ସୁଲଭ ବେଉରିଆ, ଫକୀର ସିଂ, ତନ୍ମୟ କୁମାର ବେଉରିଆ ପ୍ରମୁଖ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *