orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > କଳାମଣ୍ଡପ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଳାମଣ୍ଡପ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ‘କଳାମଣ୍ଡଳ’ ପ୍ରେକ୍ଷାଳୟ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ଭୁବନେଶ୍ୱରର ସୈନିକ ସ୍କୁଲ ନିକଟରେ ୧୭୩ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଓଡ଼ିଶାର ଏହି ସର୍ବବୃହତ ପ୍ରେକ୍ଷାଳୟ କାର୍ଯ୍ୟକୁ ତ୍ୱରାନ୍ୱିତ କରି ୨୦୨୬ ମେ ମାସ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଭୁବନେଶ୍ୱରରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ସଭାସମିତି ଆୟୋଜନ କରିବା ପାଇଁ ଏହି ପ୍ରେକ୍ଷାଳୟଟି ଅତ୍ୟନ୍ତ ଉପଯୋଗୀ ହେବ । ଭବିଷ୍ୟତକୁ ଦୃଷ୍ଟିରେ ରଖି ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଏହି ‘କଳାମଣ୍ଡଳ’ ପରିସରରେ ଉପଲବ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥି ସହିତ ପର୍ଯ୍ୟାପ୍ତ ପାର୍କିଂ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ମଧ୍ୟ ଗୁରୁତ୍ୱ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାରେ ପ୍ରସ୍ତାବିତ ୬ଟି ଗୁରୁତ୍ୱପୂର୍ଣ୍ଣ କ୍ରୀଡ଼ା ପ୍ରକଳ୍ପର ବିକାଶ ସମ୍ପର୍କରେ ମଧ୍ୟ ସମୀକ୍ଷା କରିଛନ୍ତି । କେନ୍ଦୁଝରର ରାଙ୍କୀ ଓ ରାଇକଳାଠାରେ ଦୁଇଟି ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସ, କାଳୀ ପଡ଼ିଆରେ ଏକ ଫୁଟବଲ ଷ୍ଟାଡ଼ିୟମ୍ ସହିତ ଇଣ୍ଡୋର ଓ ଆଉଟଡୋର ଗେମର ସୁବିଧା, ଡିଏନ୍ ହାଇସ୍କୁଲ ପରିସରରେ ଏକ ଅତ୍ୟାଧୁନିକ ସନ୍ତରଣ କେନ୍ଦ୍ର, ନରଣପୁରରେ ଆର୍ଚେରୀ ଏକାଡେମୀ ଏବଂ କେନ୍ଦୁଝରରେ ୧୦୦ ଶଯ୍ୟା ବିଶିଷ୍ଟ ହ୍ୟାଣ୍ଡବଲ କ୍ରୀଡା ଛାତ୍ରାବାସ ନିର୍ମାଣ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ, କ୍ରୀଡ଼ା ବିଭାଗର କମିଶନର ତଥା ଶାସନ ସଚିବ, ସଂସ୍କୃତି ବିଭାଗର ଶାସନ ସଚିବ, କ୍ରୀଡ଼ା ନିର୍ଦ୍ଦେଶକ ଏବଂ ଉଭୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *