Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ନୂଆପଡା ଉପନିର୍ବାଚନ: ଦଳ ପାଇଁ ବଳ ଯୋଗାଡୁଛନ୍ତି ଡ୍ୟାନି

ନୂଆପଡା ଉପନିର୍ବାଚନ: ଦଳ ପାଇଁ ବଳ ଯୋଗାଡୁଛନ୍ତି ଡ୍ୟାନି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟର ଚର୍ଚ୍ଚିତ ଯୁବ ନେତାଙ୍କ ମଧ୍ୟରୁ ଅନ୍ୟତମ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସାରା ରାଜ୍ୟରେ ଡ୍ୟାନି ନାମରେ ସମସ୍ତଙ୍କ ନିକଟରେ ତାଙ୍କର ରହିଛି ପରିଚୟ । ବିଗତ ୧୬ ମାସ ମଧ୍ୟରେ ଵିରୋଧି ଦଳର ନେତା ଭାବେ ସରକାର, ପ୍ରଶାସନକୁ ଘେରି ବେଶ ଚର୍ଚ୍ଚିତ ହୋଇଛନ୍ତି ଡ୍ୟାନି । ଏବେ ନୂଆପଡା ଉପନିର୍ବାଚନରେ ସକ୍ରିୟ ଭୂମିକା ଗ୍ରହଣ କରୁଛନ୍ତି । ଦଳର ଷ୍ଟାର ପ୍ରଚାରକ ରହିବା ସହିତ ନୂଆପଡା ବ୍ଲକ ଦାୟିତ୍ୱରେ ମଧ୍ୟ ରହିଛନ୍ତି । ନୂଆପଡା ବ୍ଲକରେ ଦଳର ସଙ୍ଗଠନକୁ ମଜବୁତ କରି ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତି ଅଧିକ ସମର୍ଥନ ହାସଲ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି । ଆଜି ନୂଆପଡ଼ା ବ୍ଲକର ଜୋନ ନଂ-୯ ରତିପାଲି ଠାରେ ଆୟୋଜିତ କର୍ମୀ ସମ୍ମିଳନୀରେ ବରିଷ୍ଠ ନେତାମାନଙ୍କ ସହ ଯୋଗଦେଇଥିଲେ । ନିଜ ବକ୍ତବ୍ୟରେ ଆସନ୍ତା ଉପନିର୍ବାଚନରେ ବିଜେଡି ପାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଆଶୀର୍ବାଦ କରିବାକୁ ନିବେଦନ କରିବା ସହିତ ନୂଆପଡ଼ାର ସ୍ୱାଭିମାନ ଓ ସମ୍ମାନ କିପରି ଅତୁଟ ରହିବ ସେଥିପାଇଁ ଉଦ୍ୟମ କରିବାକୁ ନିବେଦନ କରିଥିଲେ ।

ବିଜେଡି ସରକାର ସମୟରେ ନୂଆପଦାର ବିକାଶ ସମ୍ଭବ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡା ପ୍ରତି ବିଶେଷ ଦୃଷ୍ଟି ଦେଉଥିଲେ ବୋଲି କହି କର୍ମୀମାନଙ୍କ ଉତ୍ସାହ, ଲୋକମାନଙ୍କ ଭରସା ଓ ନୂଆପଡ଼ାବାସୀଙ୍କ ଭରପୁର ସମର୍ଥନ ସହିତ ସ୍ନେହାଙ୍ଗିନୀ ଛୁରିଆଙ୍କ ବିଜୟ ନିଶ୍ଚିତ ବୋଲି କହିଥିଲେ । ନୂଆପଡ଼ାର ମା, ମାଟି, ମଣିଷ ଓ ସ୍ୱାଭିମାନ ପାଇଁ ଆମର ଏହି ପ୍ରୟାସ ଜାରି ରହିବ ବୋଲି କହିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।

Leave a comment

Your email address will not be published. Required fields are marked *