Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବିଜୁ ଜନତା ଦଳ ପ୍ରତି ନୂଆପଡାବାସୀଙ୍କ ସ୍ନେହ ନିଆରା:ଇଂ ପ୍ରୀତିରଞ୍ଜନ ଘଡାଇ

ବିଜୁ ଜନତା ଦଳ ପ୍ରତି ନୂଆପଡାବାସୀଙ୍କ ସ୍ନେହ ନିଆରା:ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଜୁ ଜନତା ଦଳ ପ୍ରତି ନୂଆପଡ଼ା ମାଟିର ଅସୀମ ସ୍ନେହ, ଲୋକମାନଙ୍କ ଆଶୀର୍ବାଦ ଓ ଅଖଣ୍ଡ ଆସ୍ଥା ସବୁ ସମୟରେ ରହିଛି । ବିଗତ ଦିନରେ ନୂଆପଡାବାସୀ ବିଜୁ ଜନତା ଦଳରୁ ପ୍ରାର୍ଥୀ ହୋଇଥିବା ସ୍ୱର୍ଗତ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କୁ ଲଗାତାର ତିନିଥର ବିଜୟୀ କରିଥିଲେ । ନୂଆପଡାବାସୀଙ୍କ ମତକୁ ସମ୍ମାନ ଜଣାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସ୍ୱର୍ଗତ ଢୋଲକିଆଙ୍କୁ ମନ୍ତ୍ରୀ କରିବା ସହିତ ନୂଆପଡ଼ାରେ ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲେ । ସ୍ୱର୍ଗତ ଢୋଲକିଆଙ୍କ ପରେ ବିଜୁ ଜନତା ଦଳ ଚଳିତ ଉପ ନିର୍ବାଚନରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି । ଶ୍ରୀମତୀ ଛୁରିଆ ଜଣେ ଅଗ୍ରଣୀ ମହିଳା ନେତ୍ରୀ । ରାଜନୀତିରେ ତାଙ୍କର ବହୁ ଅଭିଜ୍ଞତା ରହିଛି । ନୂଆପଡାବାସୀଙ୍କ ହୃଦୟରେ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଗଭୀର ଶ୍ରଦ୍ଧା ଓ ସମ୍ମାନ ଥିବା ମୁଁ ଅନୁଭବ କରିଛି ।
ଆସନ୍ତୁ ସମସ୍ତେ ଏକ ହୋଇ, ନୂଆପଡ଼ାର ଗୌରବ, ସ୍ୱାଭିମାନ ଓ ଉନ୍ନତିକୁ ବଜାଇ ରଖିବା ପାଇଁ ଶଙ୍ଖ ଚିହ୍ନରେ ମୋହର ଦେଇ ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ କରିବା ବୋଲି ଏକ କର୍ମୀ ସମ୍ମିଳନୀରେ କହିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ।

Leave a comment

Your email address will not be published. Required fields are marked *