ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁଟାନ ଗସ୍ତରୁ ଫେରିବା ପରେ ଦିଲ୍ଲୀର ଏଲଏନଜେପି ହସ୍ପିଟାଲକୁ ଯାଇ ସେଠାରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ଲୋକମାନଙ୍କୁ ଭେଟି ସେମାନଙ୍କ ସହିତ ଆଲୋଚନା କରିଛନ୍ତି । ଆହତଙ୍କ ଚିକିତ୍ସା ବିଷୟରେ ଡାକ୍ତର ମାନଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।




















