Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନୂଆପଡ଼ା ଓ ବିହାର ନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି: ମୋହନ ଚରଣ ମାଝୀ

ନୂଆପଡ଼ା ଓ ବିହାର ନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି: ମୋହନ ଚରଣ ମାଝୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଏକ ଐତିହାସିକ ଦିନ, ଏକ ଐତିହାସିକ ମୁହୂର୍ତ୍ତ। ବିହାର ବିଧାନସଭା ନିର୍ବାଚନ ଏବଂ ନୂଆପଡ଼ା ଉପନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ା ଉପନିର୍ବାଚନରେ ଅଂଶଗ୍ରହଣ କରି ଯେଉଁମାନେ ଭାରତୀୟ ଜନତା ପାର୍ଟିକୁ ବିପୁଳ ସମର୍ଥନ ଜଣାଇଛନ୍ତି, ସେମାନଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ଆଗାମୀ ଦିନରେ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସହଯୋଗ କରିବ।

ଆଜିର ଫଳାଫଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ନେତୃତ୍ବର ଫଳ। ଲୋକଙ୍କର ସରକାରରେ ବିଗତ ୧୬ ମାସ ଧରି ଜନସାଧାରଣ ଉପକୃତ ହୋଇଛନ୍ତି। ଲୋକଙ୍କର ପାଇଁ ସରକାର ଜନକଲ୍ୟାଣ ଯୋଜନା ଓ ସ୍ବଚ୍ଛ ଶାସନ ବ୍ୟବସ୍ଥା କରିଛନ୍ତି। ଓଡ଼ିଶାର ବିକାଶକୁ ତ୍ବରାନ୍ବିତ କରିବା ପାଇଁ ଡବଲ ଇଞ୍ଜିନ ସରକାରକୁ ଜନତା ବିପୁଳ ସମର୍ଥନ ଦେଇଛନ୍ତି ।

ନୂଆପଡ଼ାର ବିକାଶ ହେବ
ମୁଖ୍ୟମନ୍ତରୁ କହିଛନ୍ତି ମୁଁ ଗତବର୍ଷ ନୂଆପଡ଼ା ଯାଇଥିଲି। ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲି। ଚଳିତ ବର୍ଷ ନିର୍ବାଚନ ପ୍ରଚାର ସମୟରେ ମୁଁ ଯାଇଥିଲି। ଗତ ୬ ତାରିଖରେ ଯେତେବେଳେ ମୁଁ କୋମନା ବ୍ଲକରେ ରୋଡ୍‌ ସୋ କରିଥିଲି, ହଜାର ହଜାର ଲୋକ ଉତ୍ସାହର ସହିତ ଉପସ୍ଥିତ ଥିଲେ। ନୂଆପଡ଼ାର ବିକାଶ ହେବ। ଆମ ଦଳ ରାଜନୈତିକ ଉଦ୍ୟେଶ ନେଇ ନୁହେଁ, ସେବା ମନୋଭାବ ନେଇ ଆଗକୁ ବଢୁଛି। ଏହି କାରଣରୁ ନୂଆପଡ଼ାବାସୀ ସମର୍ଥନ ଦେଇଛନ୍ତି। ବିହାରରେ ବିଜେପିର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ବିଜୟ ଉତ୍ସବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅନ୍ୟ ଦଳୀୟ ପଦାଧିକାରୀ, କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Leave a comment

Your email address will not be published. Required fields are marked *