ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ ଉଚ୍ଚବାଲି ପଞ୍ଚାୟତ ସନ୍ତରାଗଡ଼ିଆ ଗାଁରେ ପ୍ରଭୁ ହନୁମାନଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ଇଂ ଘଡାଇ କହିଛନ୍ତି ପ୍ରଭୁ ହନୁମାନଙ୍କ ନିକଟରେ ସମସ୍ତଙ୍କ ସୁଖ ସମୃଦ୍ଧି ପାଇଁ କାମନା କରିବା ସହିତ ଗ୍ରାମବାସୀଙ୍କ ମଙ୍ଗଳ କାମନା କରିଛି । ଯେଉଁ ମାନେ ମନ୍ଦିର ପ୍ରତିଷ୍ଠା କରିଛନ୍ତି ସେମାନଙ୍କୁ କୃତଜ୍ଞତା ଜଣାଉଛି ।




















