Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନୂଆପଡାରେ ସ୍ନେହ ପାଇଲେ ନାହିଁ ସ୍ନେହାଙ୍ଗିନୀ, କଂଗ୍ରେସ ପଛରେ ରହିଲା ବିଜେଡି

ନୂଆପଡାରେ ସ୍ନେହ ପାଇଲେ ନାହିଁ ସ୍ନେହାଙ୍ଗିନୀ, କଂଗ୍ରେସ ପଛରେ ରହିଲା ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅତାବିରା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ଆଣି ନୂଆପଡା ଭୋଟରଙ୍କ ଉପରେ ଲଦିବାର ଫଳ ବିଜେଡି ପାଇଛି । ନୂଆପଡା ଉପନିର୍ବାଚନରେ ରାଜ୍ୟ ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରି ବିଜେଡି ନୂଆପଡାବାସୀଙ୍କ ସ୍ନେହ ଜିତିବାରେ ବିଫଳ ହେଲା ବିଜେଡ଼ି । ନୂଆପଡାବାସୀ କିନ୍ତୁ ନିଜ ଅଞ୍ଚଳର ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀଙ୍କ ଠାରୁ ଅଧିକ ଭୋଟ ଦେଇଛନ୍ତି । ଫଳରେ ବିଜେଡି ପ୍ରାର୍ଥୀ ତୃତୀୟ ସ୍ଥାନକୁ ଖସି ଯାଇଛନ୍ତି । ମାତ୍ର ୧୬ ମାସ ପୂର୍ବରୁ ଯେଉଁଠାରେ ବିଜେଡି ବିଜୟୀ ହୋଇଥିଲା ସେଠାରେ ତୃତୀୟ ସ୍ଥାନକୁ ଖସି ଯାଇଛି । ଅନ୍ୟ ପକ୍ଷରେ ଦିନେ ସବୁ ନିର୍ବାଚନରେ ବାଜିମାତ୍ କରୁଥିବା ବିଜୁ ଜନତା ଦଳ ଏଥର କିନ୍ତୁ ଉପନିର୍ବାଚନରେ ତୃତୀୟ ସ୍ଥାନକୁ ଖସିଯିବା ଦେଖିବାକୁ ମିଳିଛି । ବିଜେଡି ତୃତୀୟ ସ୍ଥାନକୁ ଖସିଯିବା ଫଳରେ କଂଗ୍ରେସ ହିଁ ରାଜ୍ୟର ପ୍ରମୁଖ ଵିରୋଧି ଦଳ ତାହା ସ୍ପଷ୍ଟ ହୋଇଛି । ନୂଆପଡା ନିର୍ବାଚନ ଫଳ ବିଜେଡି ପାଇଁ ଏକ ସତର୍କଘଣ୍ଟି ହୋଇଥିଲା ବେଳେ ଦଳ ସୁପ୍ରିମୋ ଦଳକୁ ନେଇ କି ପଦକ୍ଷେପ ନେଉଛନ୍ତି ତାକୁ ଅପେକ୍ଷା । ନବୀନଙ୍କ ନୂଆପଡ଼ା ଗସ୍ତକରି ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିଥିଲେ । ନୂଆପଡାବାସୀ ନା ନବୀନଙ୍କ କଥା ଶୁଣିଲେ ନା ମାମୁଘର ମାମୁଘର କହି ଭୋଟ ମାଗିଥିବା ସ୍ନେହାଙ୍ଗିନୀଙ୍କ ମୁହଁ ଚାହିଁଲେ । ଫଳରେ ନିଜ ମାମୁଘରେ ହିଁ ପରାଜୟର ମୁହଁ ଚାହିଁଛନ୍ତି ସ୍ନେହାଙ୍ଗିନୀ ।

Leave a comment

Your email address will not be published. Required fields are marked *