Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ଚିନ୍ମୟ ଓ ଅଫଜଲଙ୍କ ସଫଳତାକୁ ନେଇ ସୁକିନ୍ଦାରେ ଖୁସିର ଲହରୀ: ଭାରୋତ୍ତଳନରେ ସ୍ଵର୍ଣ୍ଣ ଓ ରୋପ୍ୟ ପଦକ ହାସଲ

ଚିନ୍ମୟ ଓ ଅଫଜଲଙ୍କ ସଫଳତାକୁ ନେଇ ସୁକିନ୍ଦାରେ ଖୁସିର ଲହରୀ: ଭାରୋତ୍ତଳନରେ ସ୍ଵର୍ଣ୍ଣ ଓ ରୋପ୍ୟ ପଦକ ହାସଲ

ଓଡ଼ିଶା ଲିଡ୍ସ(ସୁକିନ୍ଦା): ରାଜ୍ୟ ସ୍ତରୀୟ ପାୱାର ଲିଫଟିଂ ପ୍ରତିଯୋଗିତାରେ ସୁକିନ୍ଦାର ଦୁଇ ଯୁବକ ସ୍ଵର୍ଣ୍ଣ ଓ ରୋପ୍ୟ ପଦକ ହାସଲ କରି ସୁକିନ୍ଦା ଅଞ୍ଚଳ ତଥା ଯାଜପୁର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଇଣ୍ଡିଆନ ପାୱାର ଲିଫଟିଂ ଫେଡରେସନ ପକ୍ଷରୁ ଗତ ୧୪ରୁ୧୬ ତାରିଖ ପର୍ଯ୍ୟନ୍ତ ମାଲକାନଗିରିର ନୁଆଗୁଡ଼ା ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଶତାଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାର ସବ୍ ଜୁନିଅର ବିଭାଗରେ ସୁକିନ୍ଦା ସଦର ମହକୁମାର ସନ୍ତୋଷ କୁମାର ରଣାଙ୍କ ପୁଅ ଚିନ୍ମୟ ରଣା ୧୦୦ କେ.ଜି ବେଞ୍ଚପ୍ରେସ ଲିଫଟିଂରେ ପ୍ରଥମ ସ୍ଥାନ ଅଧିକାର କରି ସ୍ଵର୍ଣ୍ଣ ପଦକ ହାସଲ କରିଥିବା ବେଳେ ୪୨୦ କେ.ଜି ଓଭରାଲ ପ୍ରତିଯୋଗିତାରେ ଦ୍ଵିତୀୟ ସ୍ଥାନ ଅଧିକାର କରି ରୋପ୍ୟ ପଦକ ହାସଲ କରିଛନ୍ତି।

ସେହିପରି ସୁକିନ୍ଦାର ସଲିମ ଖାନଙ୍କ ପୁଅ ଅଫଜଲ ଖାନ ମାଷ୍ଟର ୱାନ ବିଭାଗର ୩୪୫କେଜି ବେଞ୍ଚପ୍ରେସ ପ୍ରତିଯୋଗୀତାରେ ଦ୍ଵିତୀୟ ଓ ଓଭରାଲରେ ଦ୍ଵିତୀୟ ସ୍ଥାନ ଅଧିକାର କରି ରୋପ୍ୟ ପଦକ ହାସଲ କରିଛନ୍ତି। ଏହି କୃତିତ୍ୱ ପରେ ସାଙ୍ଗସାଥୀ, ସହପାଠୀଙ୍କ ସମେତ ବିଭିନ୍ନ ମହଲରୁ ଉଭୟଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଚିନ୍ମୟ ଏହି ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବା ପରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଜଣାପଡିଛି ।

Leave a comment

Your email address will not be published. Required fields are marked *