Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଆନ୍ତର୍ଜାତୀୟ > ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତ ପାକିସ୍ତାନ ମଧ୍ୟରେ ସେ ଯୁଦ୍ଧ ବନ୍ଦ କରିଥିଲେ ବୋଲି ବାରମ୍ବାର ଦାବି କରୁଛନ୍ତି ଆମେରିକା ରାଷ୍ଟ୍ରପତି । ରାଷ୍ଟ୍ରପତି ‌ଡୋନାଲ୍ଡ ଟ୍ରମ୍ପ ଦାବି କରି କହିଛନ୍ତି, ଉଭୟ ଭାରତ ଏବଂ ପାକିସ୍ତାନକୁ ୩୫୦ ପ୍ରତିଶତ ଶୁଳ୍କ କଟକଣାର ଧମକ ଦେଇ ମୁଁ ଏହି ସଂଘର୍ଷ ଅଟକାଇଛି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋତେ କଲ୍‌ କରି କହିଥିଲେ ଯେ ଆମେ ଯୁଦ୍ଧର ଲକ୍ଷ୍ୟ ହାସଲ କରିସାରିଛୁ ଏବଂ ଆଗକୁ ବଢ଼ିବାକୁ ଚାହୁନାହୁଁ । ଚଳିତ ବର୍ଷ ମେ ମାସରେ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ବିବାଦର ସମାଧାନ ପାଇଁ କୌଣସି ତୃତୀୟ ପକ୍ଷର ହସ୍ତ‌କ୍ଷେପ ହୋଇନାହିଁ ବୋଲି ଭାରତ ଲଗାତାର ଦାବି କରୁଥିବା ବେଳେ ଟ୍ରମ୍ପ ବାରମ୍ବାର ଦାବି କରି କହିଛନ୍ତି ଯେ ସେ ହିଁ ଭାରତ-ପାକିସ୍ତାନ ସଂଘର୍ଷର ସମାଧାନ କରିଛନ୍ତି।

ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଯୋଗ ଦେଇଥିବା ଆମେରିକା-ସାଉଦି ବିନିଯୋଗ ମଞ୍ଚରେ ରାଷ୍ଟ୍ରପତି ଟ୍ରମ୍ପ ନିଜ ଦାବି ଦୋହରାଇ କହିଥିଲେ ଯେ ୨ଟି ପରମାଣୁ ଶକ୍ତିସମ୍ପନ୍ନ ପଡ଼ୋଶୀ ଯୁଦ୍ଧ ଆଡ଼କୁ ଯାଇଥାନ୍ତେ, କିନ୍ତୁ ମୁଁ ଦୁଇଟି ରାଷ୍ଟ୍ରକୁ ୩୫୦ ପ୍ରତିଶତ ଶୁଳ୍କ ଧମକ ଦେଇଥିଲି। ଆମେରିକା ସହ ଆଉ କୌଣସି ପ୍ରକାର ବାଣିଜ୍ୟ ହୋଇପାରିବନି ବୋଲି ମୁଁ ସେମାନଙ୍କୁ ଧମକ ଦେଇଥିଲି। ଫଳରେ ଉଭୟ ଭାରତ ଏବଂ ପାକିସ୍ତାନ ତାଙ୍କୁ ଏହା ନକରିବା ପାଇଁ କହିଥିଲେ।

Leave a comment

Your email address will not be published. Required fields are marked *