orissaleads

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

Blog Post

orissaleads > ର୍ଜାତୀୟ > ୮୯ବର୍ଷ ବୟସରେ କିମ୍ବଦନ୍ତୀ କଳାକାର ଧର୍ମେନ୍ଦ୍ରଙ୍କ ଦେହାନ୍ତ, ସାରା ଦେଶରେ ଶୋକର ଛାୟା

୮୯ବର୍ଷ ବୟସରେ କିମ୍ବଦନ୍ତୀ କଳାକାର ଧର୍ମେନ୍ଦ୍ରଙ୍କ ଦେହାନ୍ତ, ସାରା ଦେଶରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ଦିନର ଅସୁସ୍ଥତା ପରେ ବଲିଉଡର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ରଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଭିଲେ ପାର୍ଲେ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାଯାଇଛି । କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଗୁଜବ ହୋଇଥିଲା। ହେଲେ ପରିବାର ଲୋକେ ସେ ଜୀବିତ ଥିବା ସ୍ପଷ୍ଟ କରିଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ଚିକିତ୍ସାଳୟରୁ ଘରକୁ ଅଣାଯାଇଥିଲା। ଘରେ କିଛି ଦିନ ରହିବା ପରେ ଆଜି ତାଙ୍କର ଦେହାନ୍ତ ହୋଇଛି।

ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପରେ ବଲିଉଡ ସହିତ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଶେଷ ଦର୍ଶନ ପାଇଁ ବାସ ଭବନକୁ ଅନେକ ସେଲିବ୍ରିଟି ଆସି ପହଞ୍ଚିଛନ୍ତି । ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଅଛନ୍ତି ।

ନିଶ୍ୱାସ ପ୍ରଶ୍ବାସ ନେବାରେ କଷ୍ଟ ହେଉଥିଲା
ଶ୍ୱାସକ୍ରିୟାରେ ଅସୁବିଧା ଯୋଗୁ ଧର୍ମେନ୍ଦ୍ରଙ୍କୁ କିଛି ଦିନ ତଳେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖା ଯାଇଥିଲା । ବହୁ ବଲିଉଡ ଷ୍ଟାର ଧର୍ମେନ୍ଦ୍ରଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ପାଇଁ ହସ୍ପିଟାଲକୁ ଆସିଥିଲେ। ଏହା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ବହୁ ଯୁଗାନ୍ତକାରୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ନିଜ ଅଭିନୟର ଛାପ ଛାଡିଛନ୍ତି । ସୋଲେ ଚଳଚ୍ଚିତ୍ର ପାଇଁ ସେ ସବୁ ଦିନ ଚଳଚ୍ଚିତ୍ର ପ୍ରେମୀଙ୍କ ମନେ ରହିବେ ।

Leave a comment

Your email address will not be published. Required fields are marked *