Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କୁ ଗୁରୁତ୍ୱ, ଦାଦନ ଖଟୁଛି ଭୂମିପୁତ୍ର

ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କୁ ଗୁରୁତ୍ୱ, ଦାଦନ ଖଟୁଛି ଭୂମିପୁତ୍ର

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କ ପ୍ରଭାବ ବଢି ଚାଲିଛି । ଫଳରେ ନିଜ ଅଞ୍ଚଳରେ କାମ ନପାଇ ସୁକିନ୍ଦାର ଭୂମିପୁତ୍ର ଦାଦନ ଖଟିବାକୁ ବାଧ୍ୟ ହେଉଛି । ଧୂଳି ଧୂଆଁ ଖାଇ ଜୀବନ ବଞ୍ଚୁଥିବା ସୁକିନ୍ଦାର ଭୂମିପୁତ୍ରଙ୍କ ମଧ୍ୟରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ସରକାର ବଦଳିବା ପରେ ସୁକିନ୍ଦାର ଖଣି ଅଞ୍ଚଳରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳୁଛି । ଯେଉଁଠି ଦିନେ ସୁକିନ୍ଦାର ଭୂମିପୁତ୍ର ମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଚାକିରି ମିଳୁଥିଲା ଓ ମାସିକ ଅର୍ଥରେ ଭୂମିପୁତ୍ର ନିଜ ପରିବାର ପ୍ରତି ପୋଷଣ କରୁଥିଲେ ଆଜି ସେମାନଙ୍କ ମଧ୍ୟରୁ ଅନେକଙ୍କ ଘରେ ଚୁଲି ଜଳିବା କଷ୍ଟ ହେଉଛି । ନିଜ ଘର ଆଗରେ ଥିବା ଖଣିରେ ରାଜ୍ୟ ବାହାର ଲୋକ କାମ ପାଇ ଅର୍ଥ ରୋଜଗାର କରୁଥିଲା ବେଳେ ସେମାନେ ନୀରବରେ ଏହାକୁ ଦେଖିବା ସାର ହୋଇଛି । ଏହାର ପ୍ରତିବାଦ କଲେ ବିଭିନ୍ନ ମହଲରୁ ସେମାନଙ୍କୁ ଧମକ ଚମକ ମଧ୍ୟ ମିଳୁଥିବା ଅଭିଯୋଗ ହେଉଛି । ନିଜ ଅଞ୍ଚଳରେ ଥିବା ଖଣିରେ କାମ ନପାଇ ନିରାଶ ହୋଇ ପଡ଼ିଥିବା ଯୁବକ ମାନେ ରାଜ୍ୟ ବାହାରକୁ ଯାଇ ଦାଦନ ଖଟିବାକୁ ବଧ୍ୟ ହେଉଛନ୍ତି । ଯାହା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି । ଭୂମିପୁତ୍ର ମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଖଣିରେ ନିଯୁକ୍ତି ଦେବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *