orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଅପରାଧ > ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପୂର୍ବତନ ଧର୍ମଶାଳା ବିଧାୟକ ତଥା ବରିଷ୍ଠ ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ବାସଭବନ ଉପରେ ହୋଇଥିବା ହିଂସାତ୍ମକ ଆକ୍ରମଣକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏହାକୁ ନେଇ ମୁହଁ ଖୋଲିଛନ୍ତି ଵିରୋଧି ଦଳ ନେତା ତଥା ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୋଷ୍ଟରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଦୁର୍ବୃତମାନେ ବଳବନ୍ତରାୟଙ୍କ ଘରେ ବଳପୂର୍ବକ ପ୍ରବେଶ କରି ଭଙ୍ଗାରୁଜା କରିଥିଲେ ଏବଂ ତାଙ୍କ ସମର୍ଥକଙ୍କ ଉପରେ ଆକ୍ରମଣ କରିଥିଲେ। ଏପରି ଏକ ଘଟଣା ସ୍ପଷ୍ଟ ଦିବାଲୋକରେ ଘଟିଥିବାରୁ ସେ ଚିନ୍ତା ପ୍ରକଟ କରିଛନ୍ତି। ଏହା ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ପୁଲିସ ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କ ନୀରବତା ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଘଟଣା ପରେ ମଧ୍ୟ ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଏହି ନିଷ୍କ୍ରିୟତା ଓଡ଼ିଶାବାସୀଙ୍କୁ ମର୍ମାହତ କରିଛି ଏବଂ ଆଇନ ଶୃଙ୍ଖଳା ସ୍ଥିତି ଉପରେ ସନ୍ଦେହ ସୃଷ୍ଟି କରିଛି।

ନବୀନ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କୁ ମଧ୍ୟ କଡ଼ା ସମାଲୋଚନା କରି କହିଛନ୍ତି ଯେ, ରାଜ୍ୟରେ ଆଇନ ବ୍ୟବସ୍ଥାକୁ କେହି ମାନୁ ନାହାନ୍ତି। ସରକାର ହିଂସା ସଂସ୍କୃତିକୁ ପ୍ରୋତ୍ସାହିତ କରୁଛନ୍ତି। ଓଡ଼ିଶାର ଶାନ୍ତିପ୍ରିୟ ଲୋକେ ଏପରି ଅବ୍ୟବସ୍ଥା ଏବଂ ଅପରାଧିକ କାର୍ଯ୍ୟକଳାପକୁ କେବେ ଗ୍ରହଣ କରିବେ ନାହିଁ।

ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ଆହ୍ୱାନ କରି ନବୀନ ପଟ୍ଟନାୟକ ନ୍ୟାୟ ସୁନିଶ୍ଚିତ କରିବା ଏବଂ ଶାସନ ପ୍ରତି ଜନସାଧାରଣଙ୍କ ଆସ୍ଥା ଫେରାଇ ଆଣିବା ସହ ଦାୟୀ ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ଦାବି କରିଛନ୍ତି।

    Leave a comment

    Your email address will not be published. Required fields are marked *