Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବିକାଶକୁ ଛାଡି ଗୁଣ୍ଡାଗର୍ଦ୍ଦି କରୁଛି ବିଜେପି, ପୋଲିସ ଏଠି ରକ୍ଷକ ଭେଷରେ ଭକ୍ଷକ ସାଜିଛି-ଇଂ ପ୍ରୀତିରଞ୍ଜନ ଘଡାଇ

ବିକାଶକୁ ଛାଡି ଗୁଣ୍ଡାଗର୍ଦ୍ଦି କରୁଛି ବିଜେପି, ପୋଲିସ ଏଠି ରକ୍ଷକ ଭେଷରେ ଭକ୍ଷକ ସାଜିଛି-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀଙ୍କ ଆକ୍ରମଣରେ ବିଜେଡି କର୍ମୀ ଆହତ ହେବା ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଥିଲା ବେଳେ ଏହାକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ।ଇଂ ଘଡାଇ କହିଛନ୍ତି ବିଜୁ ଜନତା ଦଳ ସରକାର ସମୟରେ ଯାଜପୁର ଜିଲ୍ଲାର ବ୍ୟାପକ ବିକାଶ ସାଧିତ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ନିର୍ବାଚିତ ଲୋକ ପ୍ରତିନିଧି ମାନେ ନିଜ ଅଞ୍ଚଳରେ କିଭଳି ବିକାଶ ହେବ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିଲେ । ରାସ୍ତା ଘାଟ ଠାରୁ ଆରମ୍ଭ କରି ସ୍କୁଲ କଲେଜ, ମେଡ଼ିକାଲ ସବୁଠାରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇଥିଲା । ଯାହାର ସୁଫଳ ସାଧାରଣ ଲୋକମାନେ ପାଉଥିଲେ । ହେଲେ ବିଜେପି ସରକାର ଆସିବା ପରେ ଏହି ଚିତ୍ରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳିଛି । ସରକାର ପରିବର୍ତ୍ତନ ପରେ ବିକାଶ କାର୍ଯ୍ୟରେ ଏକ ପ୍ରକାର ତାଲା ଲାଗି ଯାଇଛି । ନୂଆ ପ୍ରକଳ୍ପ ଦୂରେ ଥାଉ ପୁରୁଣା ପ୍ରକଳ୍ପର ଅଗ୍ରଗତି ମଧ୍ୟ ହୋଇ ପାରୁନାହିଁ । ହେଲେ ବିଜେପିର କିଛି କର୍ମୀ ବେଶ ଉତ୍ଶୃଙ୍ଖଳ ଆଚରଣ ଦେଖାଉଛନ୍ତି । ବିଜେଡି କର୍ମୀଙ୍କ ଉପରେ ଅମାନୁଷିକ ଆକ୍ରମଣ କରୁଛନ୍ତି । ଏହି ଧାରା ସୁକିନ୍ଦାରୁ ଆରମ୍ଭ ହୋଇ ଏବେ ଧର୍ମଶାଳାରେ ପହଞ୍ଚିଛି । ଏ ନେଇ ବାରମ୍ବାର ଅଭିଯୋଗ ହେଲେ ମଧ୍ୟ ଜିଲ୍ଲା ପୋଲିସ ଅପରାଧୀଙ୍କ ବିରୁଦ୍ଧରେ ପଦକ୍ଷେପ ନେବା ବଦଳରେ ନିରବ ବସୁଛି । ଜିଲ୍ଲାର ସମସ୍ତ ଥାନା ଏବେ ବିଜେପି କାର୍ଯ୍ୟାଳୟରେ ପରିଣତ ହୋଇଛି । ପୋଲିସ ଏଠି ରକ୍ଷକ ଭେଷରେ ଭକ୍ଷକ ସାଜିଛି । ପୋଲିସର ନୀରବତା ବିଜେପିର ଗୁଣ୍ଡାଙ୍କୁ ଅଧିକ ଉତ୍ସାହିତ କରୁଛି । ସାଧାରଣ ଲୋକଙ୍କୁ ସବୁ ସମୟରେ ଧମକ ଦିଆଯାଉଛି । ଏହାର ପ୍ରତିବାଦ କଲେ ବିଜେପି କର୍ମୀ ମରଣାତ୍ମକ ଆକ୍ରମଣ କରି ଆତଙ୍କ ଖେଳାଉଛନ୍ତି । ବିଜେପି କର୍ମୀଙ୍କ ଆକ୍ରମଣରୁ ମହିଳା ମାନେ ମଧ୍ୟ ବର୍ତ୍ତୁ ନାହାନ୍ତି । ଏବେ ମହିଳା ମାନେ ଅସୁରକ୍ଷିତ ହୋଇ ପଡିଛନ୍ତି । ଯାଜପୁର ଜିଲ୍ଲାରେ ଆଇନ ଶୃଂଖଳା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନିଜକୁ ଲୋକ ସରକାରର ଲୋକ ମୁଖ୍ୟମନ୍ତ୍ରୀ କହୁଥିଲା ବେଳେ ତାଙ୍କ ଅଧିନରେ ଥିବା ଗୃହ ବିଭାଗରେ ନିଷ୍କ୍ରିୟତା ଦେଖା ଦେଇଛି । ଅପରାଧୀ ଅପରାଧ କରି ଖୋଲା ବୁଲୁଥିଲା ବେଳେ ପୋଲିସ କୌଣସି ପଦକ୍ଷେପ ନେଉନାହିଁ । ଏଭଳି ସ୍ଥିତି ଜାରି ରହିଲେ ରାଜ୍ୟରେ ଆଗକୁ ବିସ୍ପୋରକ ପରିସ୍ଥିତି ସୃଷ୍ଟି ହେବ ।

Leave a comment

Your email address will not be published. Required fields are marked *