Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଆନ୍ତଃ ଉଚ୍ଚ ମାଧ୍ଯମିକ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଯାପିତ

ଆନ୍ତଃ ଉଚ୍ଚ ମାଧ୍ଯମିକ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦଯାପିତ

ଓଡ଼ିଶା ଲିଡ୍ସ(ଯାଜପୁର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଆନ୍ତଃ ଉଚ୍ଚ ମାଧ୍ଯମିକ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଯାଜପୁର ଇଣ୍ଡୋର ଷ୍ଟାଡିଉମରେ ନରସିଂହ ଚୌଧୁରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଅଛି । ଏହି ପ୍ରତିଯୋଗୀତାରେ ୨୨ ଗୋଟି ଦଳ ପକ୍ଷରୁ ୧୦୦ ଜଣରୁ ଉର୍ଦ୍ଧ୍ଵ ଖେଳାଳି ଭାଗ ନେଇ ଥିଲେ । ଫାଇନାଲ ମ୍ୟାଚରେ ବାଳକ ବିଭାଗରେ ନରସିଂହ ଚୌଧୁରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରାସ୍ତ କରି ସିନ୍ଦୋଳର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଜୟୀ ହୋଇଥିଲା । ବାଳିକା ବିଭାଗରେ ରେଭେନଶା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ରାୟଗଡା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରାସ୍ତ କରି ବିଜୟୀ ହୋଇଥିଲା। ଉକ୍ତ ପ୍ରତିଯୋଗୀତା ଖେଳ ଶିକ୍ଷକ ରଞ୍ଜନ ସୁତାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ଆୟୋଜିତ ହୋଇଥିଲା।

ଉଦଯାପନି ଉତ୍ସବରେ ନରସିଂହ ଚୌଧୁରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର ରଞ୍ଜନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟ ସମ୍ମାନିତ ଅତିଥ୍ୟ ଭାବେ ଦିବ୍ଯଲୋଚନ ସିଂହ ଯୋଗ ଦେଇଥିଲେ ।

ପ୍ରକାଶ କୁମାର ଲାଲା, ସମୀର କୁମାର ସାହୁ, ଜ୍ୟୋତିର୍ମୟ ନାଥଶର୍ମା, ରିତେନ୍ଦ୍ର ବିଶ୍ବାଳ, ଜିତେନ୍ଦ୍ର ମହାନ୍ତି, ଲୋକନାଥ ମହାପାତ୍ର, ସଂଜୀବ ଭଦ୍ର, କିଷାନ ପଣ୍ଡା, କ୍ଷୀରୋଦ ହାତୀ, ସସ୍ମିତା ରଣା ଓ ମହେଶ୍ବର ବିଶ୍ବାଳ ଖେଳ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ରଞ୍ଜନ ସୁତାର ଧନ୍ୟବାଦ ଅର୍ପଣ କରିଥିଲେ ।

Leave a comment

Your email address will not be published. Required fields are marked *