Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ କରିବାକୁ ଥାନାରେ ମାମଲା ରୁଜୁ, ମା କଲେ ଅଭିଯୋଗ

ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ କରିବାକୁ ଥାନାରେ ମାମଲା ରୁଜୁ, ମା କଲେ ଅଭିଯୋଗ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରଖ୍ୟାତ କଣ୍ଠଶିଳ୍ପୀ ହ୍ୟୁମାନ୍‌ ସାଗରଙ୍କ ମୃତ୍ୟୁ ଘଟଣା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ହ୍ୟୁମାନ୍‌ଙ୍କ ମୃତ୍ୟୁ ଘଟଣାର ପ୍ରାୟ ଏକମାସ ପରେ ତାଙ୍କ ମା କଟକ ମର୍କତନଗର ଥାନାରେ ମୃତ୍ୟୁ ରହସ୍ୟର ତଦନ୍ତ ପାଇଁ ଲିଖିତ ଏତଲା ଦେଇଛନ୍ତି। ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରିଛି । ଏହା ସହିତ ଉଚିତ ଢଙ୍ଗରେ ତଦନ୍ତ ନହେଲେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିବେ ବୋଲି ମଧ୍ୟ କହିଛନ୍ତି ।

ହ୍ୟୁମାନଙ୍କ ମୃତ୍ୟୁ ରହସ୍ୟ ଏବେ ବି ଅନ୍ଧାରରେ ଥିବା ବେଳେ ଏହି ଘଟଣାରେ ପୁଲିସ ବିଦ୍ଧିବଦ୍ଧ ତଦନ୍ତ କରିବାକୁ ସେ ଏତଲାରେ ଦର୍ଶାଇଛନ୍ତି। ୯ ଜଣ ବ୍ୟକ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଏତଲାରେ ଦର୍ଶାଯାଇଛନ୍ତି ହ୍ୟୁମାନଙ୍କ ମା। ଏଥିରେ ହ୍ୟୁମାନ୍‌ଙ୍କ ପତ୍ନୀ, ଜଣେ କଣ୍ଠଶିଳ୍ପୀ ଓ ମ୍ୟାନେଜରଙ୍କ ନା ବି ରହିଛି । ତେବେ ପୋଲିସ ଏହି ଘଟଣାରେ ବିଭିନ୍ନ ଧାରାରେ ମାମଲା ରୁଜୁ କରିଛି । ମର୍କତନଗର ଥାନା ଅଧିକାରୀ ସତ୍ୟବ୍ରତ ଭୂତିଆ ତଦନ୍ତକାରୀ ଅଧିକାରୀ ଭାବେ ଦାୟିତ୍ବ ନେଇଛନ୍ତି। ହ୍ୟୁମାନ୍‌ ସାଗରଙ୍କ ମା’ ସେଫାଳି ସୁମନ ଅଭିଯୋଗରେ ଦର୍ଶାଇଛନ୍ତି ଯେ ହ୍ୟୁମାନ୍‌ଙ୍କ ମୃତ୍ୟୁ କେଉଁ ପରିସ୍ଥିତିରେ ହୋଇଥିଲା, ଏଯାଏ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ମୃତ୍ୟୁ ପଛରେ କୌଣସି ମନ୍ଦ ଉଦ୍ଦେଶ୍ୟ ଯଥା ବିଷକ୍ରିୟା କିମ୍ବା ନିଶା ଦେବା, ଶାରୀରିକ ଆଘାତ, ପ୍ରରୋଚନା, ମାନସିକ ନିର୍ଯାତନା, ଧମକ, ଚାପ, ଷଡ଼ଯନ୍ତ୍ର କିମ୍ବା ଆର୍ଥିକ କାରବାର ଥିଲା କି ନାହିଁ, ଏ ନେଇ ତଦନ୍ତ କରିବାକୁ ପୁଲିସକୁ ଅନୁରୋଧ କରିଛନ୍ତି। ଏ ନେଇ ନିଜ ବୋହୁଙ୍କ ସହିତ ମଧ୍ୟ ଆଲୋଚନା କରିଥିବା କହିଛନ୍ତି ହ୍ୟୁମାନଙ୍କ ମା ।

Leave a comment

Your email address will not be published. Required fields are marked *