ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଜେପିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଆଜି ସକାଳେ ଦେହାନ୍ତ ହୋଇଥିଲା । ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱର୍ଗତା ମହାନ୍ତିଙ୍କ ବାସଭବନକୁ ଯାଇ ତାଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।