Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ରାଜ୍ୟ ଯୁବ ବିଜୁ ଜନତା ଦଳ ଉପସଭାପତି ହେଲେ ଦେବୀ ପ୍ରସାଦ ମହାନ୍ତି

ରାଜ୍ୟ ଯୁବ ବିଜୁ ଜନତା ଦଳ ଉପସଭାପତି ହେଲେ ଦେବୀ ପ୍ରସାଦ ମହାନ୍ତି

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟ ଯୁବ ବିଜେଡି ସଭାପତି ଚିନ୍ମୟ ସାହୁଙ୍କ ଅନୁମୋଦନ କ୍ରମେ ରାଜ୍ୟ ଯୁବ ବିଜୁ ଜନତା ଦଳର ଉପସଭାପତି ହୋଇଛନ୍ତି ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳୀର ଯୁବ ନେତା ଦେବୀ ପ୍ରସାଦ ମହାନ୍ତି । ତାଙ୍କୁ ଦଳ ପକ୍ଷରୁ ଏହି ନୂତନ ନିଯୁକ୍ତି ପ୍ରଦାନ କରାଯାଇଥିବାରୁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଇଛି । ଜଣେ ଟାଣୁଆ ଯୁବ ସଂଗଠକ ଭାବେ ସେ ପୂର୍ବରୁ ରାଜ୍ୟ ଯୁବ ବିଜେଡିର ସାଧାରଣ ସମ୍ପାଦକ ଭାବେ ସଫଳତାର ସହିତ କାର୍ଯ୍ୟ କରିଥିଲେ । ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କର ସେ ଅତ୍ୟନ୍ତ ବିଶ୍ୱସ୍ଥ ଯୁବ ସଂଗଠକ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି । ଏହି ନିଯୁକ୍ତି ପରେ ନିଜ ପ୍ରତିକ୍ରିୟାରେ ଦେବୀ ପ୍ରସାଦ କହିଛନ୍ତି ମୋ ଉପରେ ଆସ୍ଥା ପ୍ରକଟ କରି ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ଭାବେ ମତେ ମନୋନୀତ କରିଥିବାରୁ ମୁଁ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆମ ପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ ଓ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁଙ୍କୁ ଗଭୀର କୃତଜ୍ଞତା ଜଣାଉଛି । ଆଗାମି ଦିନରେ ଯୁବ ବିଜୁ ଜନତା ଦଳକୁ ତୃଣମୂଳ ସ୍ତରରୁ ସଙ୍ଗଠିତ କରିବାକୁ ନିଷ୍ଠାର ସହିତ କାର୍ଯ୍ୟ କରିବାକୁ ଉଦ୍ୟମ କରିବି ବୋଲି ସେ କହିଛନ୍ତି ।

Leave a comment

Your email address will not be published. Required fields are marked *