Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଅମର ଫାଉଣ୍ଡେସନ ପକ୍ଷରୁ ନଗଡ଼ାର ଚାରିଟି ଗ୍ରାମରେ କମ୍ବଳ ଓ ଖାଦ୍ୟ ସାମଗ୍ରୀ ବଣ୍ଟନ

ଅମର ଫାଉଣ୍ଡେସନ ପକ୍ଷରୁ ନଗଡ଼ାର ଚାରିଟି ଗ୍ରାମରେ କମ୍ବଳ ଓ ଖାଦ୍ୟ ସାମଗ୍ରୀ ବଣ୍ଟନ

ଓଡ଼ିଶା ଲିଡ୍ସ(ଯାଜପୁର): ଅମର ଫାଉଣ୍ଡେସନ ପକ୍ଷରୁ ସୁକିନ୍ଦା ବ୍ଲକ ନଗଡ଼ାର ୪ଟି ଗ୍ରାମର ୯୦ ପରିବାରକୁ କମ୍ବଳ ଓ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି । ଗତ କାଲି ଅମର ଫାଉଣ୍ଡେସନ ପରିବାରର ପ୍ରତିଷ୍ଠାତା ଅମର ରଞ୍ଜନ ମହାନ୍ତି ଓ ଅନ୍ୟ ସଦସ୍ୟ ମାନେ ନଗଡ଼ାର ନାଲିଆଡାବ ଠାରେ ପହଞ୍ଚିଥିଲେ । ସେଠାରେ ଗୁହିଆଶାଳ, ତଳଡିହ ଓ ତୁମୁଣି ଗାଁର ୮୨ ଜୁଆଙ୍ଗ ପରିବାର ଓ ନାଲିଆଡାବ(ନଗଡ଼ା ଉପକଣ୍ଠ) ନାଲିଆଡାଵ ବସ୍ତିର ୮ ପଛୁଆ ବର୍ଗ ପରିବାରକୁ କମ୍ବଳ ସହିତ ରାସନ ସାମଗ୍ରୀ ବଣ୍ଟନ କରିଥିଲେ । ଏହା ସହିତ ଛୋଟ ପିଲାମାନଙ୍କୁ ଓଆରଏସ ସହିତ ଶୁଖିଲା ଖାଦ୍ୟ ସାମଗ୍ରୀ ମଧ୍ୟ ବଣ୍ଟନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରବି ନାରାୟଣ କର, ଚିତ୍ତରଞ୍ଜନ ପଟ୍ଟନାୟକ, ହେମନ୍ତ କୁମାର ସାହୁ, ଶୋଭନ କାନୁନଗୋ, ବସନ୍ତ କୁମାର ବେହେରା, ଚିରଞ୍ଜିବି ଦାସ, ଅଜୟ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହା ପରେ ଅମର ଫାଉଣ୍ଡେସନର ସମସ୍ତ ସଦସ୍ୟ ନଗଡା ପରିଦର୍ଶନ କରିବା ସହିତ ନଗଡ଼ା ଶିବ ମନ୍ଦିର ଯାଇ ମହାଦେବଙ୍କ ଆଶିର୍ବାଦ କାମନା କରିଥିଲେ । ନଗଡ଼ାର ପ୍ରାକୃତିକ ପରିବେଶ ବେଶ ମନୋରମ ବୋଲି ସମସ୍ତେ ମତ ଦେଇଥିଲେ ।

Leave a comment

Your email address will not be published. Required fields are marked *