Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମଣ୍ଡି ଅବ୍ୟବସ୍ଥା: ଧାନ ବିକ୍ରି ଚିନ୍ତାରେ ଚାଷୀ ପରିବାର

ମଣ୍ଡି ଅବ୍ୟବସ୍ଥା: ଧାନ ବିକ୍ରି ଚିନ୍ତାରେ ଚାଷୀ ପରିବାର

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟରେ ଧାନ ବିକ୍ରିକୁ ନେଇ ଚାଷୀ କ୍ଷୁବ୍ଧ ହୋଇ ପଡିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ସରକାର ଏ ନେଇ ଠୋସ ପଦକ୍ଷେପ ନ ନେବା ଚାଷୀଙ୍କୁ ଏକ ପ୍ରକାର ହତାଶ କରି ଦେଇଛି । ଖୋଦ ସମବାୟ ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବି ଏହି ଅବ୍ୟବସ୍ଥା ଦେଖିବାକୁ ମିଳିଛି । ଆଜି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ସୁକିନ୍ଦାର ଏକ ଗ୍ରାମକୁ ଗସ୍ତ କରିବା ସମୟରେ ଜଣେ ବୟସ୍କା ମହିଳା ଧାନ ପାଛୁଡୁ ଥିବା ଦେଖି ସେଠାରେ ଅଟକି ଯାଇ ତାଙ୍କ ନିକଟକୁ ଯାଇଥିଲେ । ମହିଳାଙ୍କ ପରିବାର ଚାଷ କରି ଜୀବିକା ନିର୍ବାହ କରୁଥିଲା ବେଳେ ଧାନ ବିକ୍ରି ହୋଇ ପାରୁ ନଥିବା କହି ଘର ଆଗରେ ଘଡାଇ ରଖା ଯାଇଥିବା ଧାନକୁ ଦେଖାଇ ଥିଲେ । ସେ କହିଥିଲେ ଆମେ ଧାର ଉଦ୍ଧାର କରି ଧାନ ଚାଷ କରିଛୁ । ଧାନ ବିକ୍ରି ହେଲେ ଆମେ ଉଦ୍ଧାର ସୁଝିବୁ । ହେଲେ ସରକାର ଆମ ଠାରୁ ଧାନ ନେଉ ନାହାନ୍ତି । ଯିଏ କରଜ ଦେଇଛି ସେ ବାରମ୍ବାର ଆସି ତା ପଇସା ମଗୁଛି । ଆମେ ଏବେ କରିବୁ କଣ ବୋଲି ସେ ଓଲଟା ପ୍ରଶ୍ନ କରିଥିଲେ ।

Leave a comment

Your email address will not be published. Required fields are marked *