Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସିଦ୍ଧ ମହାବୀରଙ୍କ ନବମ ବାର୍ଷିକ ଉତ୍ସବ: ଆଶିର୍ବାଦ କାମନା କଲେ ଶହଶହ ଶ୍ରଦ୍ଧାଳୁ

ସିଦ୍ଧ ମହାବୀରଙ୍କ ନବମ ବାର୍ଷିକ ଉତ୍ସବ: ଆଶିର୍ବାଦ କାମନା କଲେ ଶହଶହ ଶ୍ରଦ୍ଧାଳୁ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ମହାବୀର ନଗର ସ୍ଥିତ ମନ୍ଦିରର ନବମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରର ଆୟୋଜିତ ହୋଇଛି । ବଡ଼ି ସକାଳୁ ପୁଣ୍ୟତୋୟା ବୈତରଣୀରୁ ପବିତ୍ର ଜଳ ଅଣାଯାଇ ମହାବୀରଙ୍କ ମହାସ୍ନାନ କରାଯାଇଥିଲା । ପରେ ମହାବୀରଙ୍କ ବେଶ କରାଯାଇ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ଏହା ପରେ ପଣ୍ଡିତ ମାନଙ୍କ ଦ୍ୱାରା ହୋମ ଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଥିଲା । ଦିନ ଯାକ ବିଭିନ୍ନ ପୂଜା ସହିତ ହନୁମାନ ଚାଳିସା, ସୁନ୍ଦରା କାଣ୍ଡ ପାଠ ସହିତ ଯଜ୍ଞରେ ଦୁଇ ହଜାର ଛତିଶ ଆହୁତି ପ୍ରଦାନ କରାଯାଇଥିଲା । ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ସମାପନ ହୋଇଥିଲା ।

ଦିନ ଯାକ ମନ୍ଦିରରେ ଶ୍ରଦ୍ଧାଳୁ ପହଞ୍ଚି ମହାବୀରଙ୍କ ଆଶିର୍ବାଦ କାମନା କରିଥିଲେ । ସନ୍ଧ୍ୟାରେ ଶତାଧିକ ଶ୍ରଦ୍ଧାଳୁ ମନ୍ଦିରରେ ପହଞ୍ଚି ମହାବୀରଙ୍କ ଦର୍ଶନ କରିବା ସହିତ ଆଶିର୍ବାଦ କାମନା କରିଥିଲେ । ମନ୍ଦିର ପରିଚାଳନା କମିଟି ପକ୍ଷରୁ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ରାଜ୍ୟର ପ୍ରତିଷ୍ଠିତ କଣ୍ଠଶିଳ୍ପୀ ମାନେ ଭଜନ ପରିବେଷଣ କରିଥିଲେ । ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ପରିଚାଳନା କମିଟି ପକ୍ଷରୁ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା । ମୁଖ୍ୟ ପୁରୋଧା ପ୍ରଦୀପ କୁମାର କର ସମସ୍ତ କାର୍ଯ୍ୟର ପରିଚାଳନା କରିଥିଲେ । ପରିଚାଳନା କମିଟି ସଦସ୍ୟଙ୍କ ସହିତ ସ୍ଥାନୀୟ ବ୍ୟକ୍ତି ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ବାର୍ଷିକ ଉତ୍ସବ ପାଇଁ ମହାବୀର ନଗରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।

Leave a comment

Your email address will not be published. Required fields are marked *