Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଭିନ୍ନ ମୋଡ଼ ନେଉଛି ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ ଘଟଣା, ପରିବାର ପକ୍ଷରୁ ଯୋଜନା ବଦ୍ଧ ହତ୍ୟା ଅଭିଯୋଗ

ଭିନ୍ନ ମୋଡ଼ ନେଉଛି ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ ଘଟଣା, ପରିବାର ପକ୍ଷରୁ ଯୋଜନା ବଦ୍ଧ ହତ୍ୟା ଅଭିଯୋଗ

ଓଡ଼ିଶା ଲିଡ୍ସ(ଯାଜପୁର): ଦୁଧେଇ ନଦୀରେ ଗତ ମଙ୍ଗଳବାର ବୁଡି ଯାଇ ମୃତ୍ୟୁ ବରଣ କରିଥିବା ଯୁବକ ସତ୍ୟଜିତ ରାଉତଙ୍କ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଉଛି । ମୃତ ସତ୍ୟଜିତ୍ ରାଉତ(ରିସୁ)ର ପରିବାର ପକ୍ଷରୁ ଏହା ଏକ ଅପମୃତ୍ୟୁ ନୁହେଁ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ବରୀ ଥାନାରେ ଅଭିଯୋଗ କରାଯାଇଛି।

ମୃତ ରିସୁର ଦାଦା ବରୀ ଥାନା ଅଧିନ ଢିହବାରିଂ ଗ୍ରାମର ଦୀପକ କୁମାର ରାଉତ କରିଥିବା ଅଭିଯୋଗ ଅନୁଯାୟୀ ଗତ ୩ତାରିଖ ମଙ୍ଗଳବାର ଦିନ ରିସୁ ଘରେଥିବା ବେଳେ ଦିନ ୧୧ଟା ‌ବେଳେ ତାର ଅନ୍ୟାସୀପୁର ଗ୍ରାମର ସାଙ୍ଗ ବିଜୟ କୁମାର ପାତ୍ର(ବୁବୁଆ) ଓ ତାର ଆଉଜ‌ଣେ ସାଙ୍ଗ ଘରେ ପହଞ୍ଚି ରିସୁକୁ ଘରୁ ଡ଼ାକି ନେଇ ବରୀ ଆସିଥିଲେ। ନେଉଳା ଛକ ଠାରେ ଥିବା ଜନଔଷଧୀ କେନ୍ଦ୍ର ନିକଟ ଗ୍ୟାରେଜରେ ରିସୁ କଥା ହେଉଥିବା ବେଳେ ବୁବୁଆ ଓ ତାର ରିସୁକୁ ଗାଡ଼ିରେ ବସାଇ ନେଇଯାଇଥିଲେ। ସେହି ସମୟରେ ବୁବୁଆ ଓ ତାର ସାଙ୍ଗ ମଦ୍ୟପାନ କରିଥିଲେ । ଅପରାହ୍ନ ୪ଟା ପର୍ଯ୍ୟନ୍ତ ରିସୁ ଘରକୁ ନ ଫେରିବାରୁ ପରିବାର ପକ୍ଷରୁ ଖୋଜାଖେଜି ଆରମ୍ଭ ହୋଇଥିଲା। ମୋବାଇଲ ଯୋଗେ ଯୋଗାଯୋଗ କରିବାରୁ ରିସୁ ଓ ତାର ସାଙ୍ଗର ଫୋନ ସୁଇଚ୍ ଅଫ ଦେଖାଇଥିଲା। ପରବର୍ତ୍ତି ସମୟରେ ଖୋଜାଖୋଜି କରି ବରୀକୁ ଆସୁଥିଲା ବେଳେ ଛତର ନିକଟରେ ନଦୀରୁ ଏକ ଯୁବକର ଶବ ଉଦ୍ଧାର କରି ଅଗ୍ନିଶମ ବାହିନୀ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଛି ବୋଲି ଖବର ପାଇଁ ସେଠାରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ।

ତେବେ ସାଙ୍ଘରେ ଡାକି ଆଣିଥିବା ତାର ସାଙ୍ଗ ବୁବୁଆ କିମ୍ବା ବୁବୁଆର ସାଙ୍ଗର ଦେଖା ନଥିଲା ଏବଂ ଉଭୟଙ୍କ ମୋବାଇଲ ସୁଇଚ୍ ଅଫ ରହିଥିଲା। ଯାହାକୁ ନେଇ ମୃତ ସତ୍ୟଜିତର ଦାଦା ସଦେହ ପ୍ରକାଶ କରିବା ସହିତ ତାର ଦୁଇ ସାଙ୍ଗ ତାକୁ ମାରଧର କରି ନଦୀକୁ ଠେଲି ଦେଇଥିବା ଅଭିଯୋଗ କରିଛନ୍ତି। ମୃତ ଯୁବକର ମୁଣ୍ଡ ଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ କ୍ଷତିଚିହ୍ନ ଥିବା ଜଣାଯାଇଛି । ତେଣୁ ତାକୁ ଯୋଜନା ବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାରପକ୍ଷରୁ ଅଭିଯୋଗ କରାଯାଇଛି। ଥାନା ପକ୍ଷରୁ ଅଭିଯୋଗକୁ ଭିତିକରି ଏକ ହତ୍ୟାମମଲା ରୁଜୁ କରାଯାଇ ଶବ ବ୍ୟବଛେଦ ପାଇଁ ପଠାଯାଇଛି। ମାମଲାର ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ଜ୍ୟେର୍ତିମୟୀ ସେଠୀ ସୂଚନା ଦେଇଛନ୍ତି ।

Leave a comment

Your email address will not be published. Required fields are marked *