Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ସାହିତ୍ୟିକ ତଥା ଅବସରପ୍ରାପ୍ତ ଶିକ୍ଷକ ଶ୍ୟାମ ସୁନ୍ଦର ବାରିକଙ୍କ ପରଲୋକ

ସାହିତ୍ୟିକ ତଥା ଅବସରପ୍ରାପ୍ତ ଶିକ୍ଷକ ଶ୍ୟାମ ସୁନ୍ଦର ବାରିକଙ୍କ ପରଲୋକ

ଓଡ଼ିଶା ଲିଡ୍ସ(ଯାଜପୁର): ସାହିତ୍ୟିକ ତଥା ଅବସରପ୍ରାପ୍ତ ଶିକ୍ଷକ ଶ୍ୟାମ ସୁନ୍ଦର ବାରିକଙ୍କର ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଯାଜପୁର ଜିଲ୍ଲା ବରୀ ବ୍ଲକ ଭଅଁରା ପଞ୍ଚାୟତ ସ୍ଥିତ ବାସଭବନରେ ତାଙ୍କ ଦେହାନ୍ତ ହୋଇଥିଲା । ଜଣେ ଆଦର୍ଶ ଶିକ୍ଷକ ଭାବେ ସେ ସମଗ୍ର ଅଞ୍ଚଳରେ ବେଶ ଲୋକପ୍ରିୟ ଥିଲେ l ଶିକ୍ଷକତା ବୃତ୍ତି ସହ ସାହିତ୍ୟ ସାଧନା ପ୍ରତି ତାଙ୍କର ରୁଚି ଥିଲା । ୧୯୮୦ ମସିହାରେ ତାଙ୍କର ପ୍ରଥମ କବିତା ସଂକଳନ ‘ମଧୁ ମାଳତୀର ସ୍ବପ୍ନ’ ପ୍ରକାଶ ପାଇ ବେଶ ପାଠକୀୟ ଆଦୃତି ଲାଭ କରିଥିଲା । ନିଜର ସାହିତ୍ୟ କୃତୀ ପାଇଁ ସେ ଭୂମିପୁତ୍ର ସାହିତ୍ୟ ସମାଜ କଲ୍ୟାଣ ପରିଷଦ, ଜଗନ୍ନାଥ ସଂସ୍କୃତିକ ପରିଷଦ, ଗୋପବନ୍ଧୁ ଚୌଧୁରୀ ସ୍ମୃତି ସଂସଦ, ଅଖିଳ ଚକ୍ର ପତ୍ରିକା ପକ୍ଷରୁ ବିଭିନ୍ନ ସମ୍ମାନରେ ସମ୍ମାନିତ ହେଇଥିଲେ । ତାଙ୍କ ବିୟୋଗରେ ସାହିତ୍ୟ ଓ ଶିକ୍ଷା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ସୃଷ୍ଟି ହେଲା ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି । ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଥିଲା ବେଳେ ଯୁବ ସାମ୍ବାଦିକ ବିଶ୍ୱଭୂଷଣ ଜେନା ଓ ଅନ୍ୟମାନେ ଶୋକ ପ୍ରକାଶ କରିଛନ୍ତି ।

Leave a comment

Your email address will not be published. Required fields are marked *