Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଜାତିସଂଘ ସୁରକ୍ଷା ପରିଷଦରେ ପାକିସ୍ତାନକୁ ଡବଲ ଝଟ୍‌କା, ଭାରତ ପାଇଁ ବଡ଼ ବିଜୟ

ଜାତିସଂଘ ସୁରକ୍ଷା ପରିଷଦରେ ପାକିସ୍ତାନକୁ ଡବଲ ଝଟ୍‌କା, ଭାରତ ପାଇଁ ବଡ଼ ବିଜୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଭିନ୍ନ ସନ୍ତ୍ରାସବାଦୀ ସଂଗଠନ ସହିତ ପାକିସ୍ତାନର ସମ୍ପର୍କ ବିଶ୍ୱବାସୀଙ୍କୁ ଅଛପା ନୁହେଁ । ପାକିସ୍ତାନରେ ରହି ଏହି ସଂଗଠନ ଗୁଡ଼ିକ ସାରା ବିଶ୍ୱରେ ନିଜ କାର୍ଯ୍ୟକଳାପ ଜାରି ରଖିଛନ୍ତି । ଏହି ସଂଗଠନଗୁଡ଼ିକ ଆଉ ପାକିସ୍ତାନରେ ରହି କାର୍ଯ୍ୟ କରୁନାହିଁ ବୋଲି ଦର୍ଶାଇବା ପାକ୍ ସରକାରଙ୍କର ମୁଖ୍ୟ ଉଦ୍ଦେଶ୍ୟ ରହିଛି। ଜାତିସଂଘରେ ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଜାତିସଂଘ ସୁରକ୍ଷା ପରିଷଦର ୧୨୬୭ ପ୍ରତିବନ୍ଧକ ମନିଟରିଂ କମିଟିର ସଦ୍ୟତମ ରିପୋର୍ଟରେ ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ୍-ଏ-ମହମ୍ମଦକୁ ତାଲିକାଭୁକ୍ତ କରାଯାଇଛି। ଜୈଶ-ଏ-ମହମ୍ମଦକୁ ଜାତିସଂଘ ଦ୍ୱାରା ଏକ ଆତଙ୍କବାଦୀ ସଂଗଠନ ଭାବରେ ଘୋଷଣା କରାଯାଇଛି। ଏହି ଆତଙ୍କବାଦୀ ସଂଗଠନ ଦିଲ୍ଲୀର ଲାଲକିଲ୍ଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସହିତ ମଧ୍ୟ ଜଡିତ। ପାକିସ୍ତାନ ବାଲୁଚ୍ ଲିବରେସନ୍ ଆର୍ମି (ବିଏଲ୍‌ଏ)କୁ ଆତଙ୍କବାଦୀ ସଂଗଠନ ଅଲ-କାଏଦାର ସହଯୋଗୀ ଭାବରେ ପ୍ରମାଣ କରିବାରେ ମଧ୍ୟ ବିଫଳ ହୋଇଛି। ଦୁଇଟି ଦୁଇଟି ମୋର୍ଚ୍ଚାରେ ବିଫଳ ହୋଇ ପାକିସ୍ତାନକୁ ଜାତିସଂଘରେ ଡ଼ବଲ ଝଟ୍‌କା ଲାଗିଛି।

ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ, ଏହି ଗୋଷ୍ଠୀ ମହିଳାଙ୍କ ପାଇଁ ଏକ ସ୍ୱତନ୍ତ୍ର ଶାଖା ଜମାତ-ଉଲ-ମୁମିନାତ ପ୍ରତିଷ୍ଠା କରିବାକୁ ଯୋଜନା କରୁଛି। ରିପୋର୍ଟରେ ଜୈଶ୍-ଏ-ମହମ୍ମଦର ଉଲ୍ଲେଖକୁ ପାକିସ୍ତାନ ଦୃଢ଼ ବିରୋଧ କରିଥିଲା। ଜୈଶ୍-ଏ-ମହମ୍ମଦର ଉଲ୍ଲେଖକୁ ବିରୋଧ କରିବାରେ ପାକିସ୍ତାନ ଏକମାତ୍ର ସଦସ୍ୟ ଦେଶ ଥିଲା। ଅନ୍ୟ ଦେଶମାନେ ଭାରତର ମତକୁ ସମର୍ଥନ କରିଥିଲେ।

ମହିଳା ଆତଙ୍କବାଦୀ ଦଳ ଗଠନ କରୁଛି ଜୈଶ-ଏ-ଅହମ୍ମଦ

ଜାତିସଂଘର ଏକ ସଦସ୍ୟ ରାଷ୍ଟ୍ର ଦାବି କରିଛି ଯେ, ଜୈଶ୍-ଏ-ମହମ୍ମଦ ଅନେକ ଆକ୍ରମଣ ପାଇଁ ଦାୟୀ। ଏହା ମଧ୍ୟ ରିପୋର୍ଟ ହୋଇଛି ଯେ, ଜୈଶ୍-ଏ-ମହମ୍ମଦ ନଭେମ୍ବର ୯ ରେ ଲାଲକିଲ୍ଲା ଉପରେ ହୋଇଥିବା ଆକ୍ରମଣରେ ସାମିଲ ଥିଲା। ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା। ଅକ୍ଟୋବର ୮ ରେ, ଜୈଶ୍-ଏ-ମହମ୍ମଦ ନେତା ମୌଲାନା ମାସୁଦ ଆଝାର ଆଲଭି ଆତଙ୍କବାଦୀ ଆକ୍ରମଣକୁ ସମର୍ଥନ କରିବା ପାଇଁ ଏକ ସ୍ୱତନ୍ତ୍ର ମହିଳା ସଂଗଠନ ଜମାତ-ଉଲ-ମୁମିନତ ପ୍ରତିଷ୍ଠା ପାଇଁ ଆନୁଷ୍ଠାନିକ ଭାବରେ ଘୋଷଣା କରିଥିଲେ। ଏହି ରିପୋର୍ଟରେ ଏହା ମଧ୍ୟ ଉଲ୍ଲେଖ କରାଯାଇଛି ଯେ, ପହଲଗାମ ଆକ୍ରମଣ ପଛରେ ଥିବା ତିନି ଜଣ ଆତଙ୍କବାଦୀ ଜମ୍ମୁ-କାଶ୍ମୀରରେ ନିହତ ହୋଇଛନ୍ତି। ପର୍ଯ୍ୟବେକ୍ଷକ ଗୋଷ୍ଠୀର ପୂର୍ବ ରିପୋର୍ଟରେ ପ୍ରଥମେ ପହଲଗାମ ଆକ୍ରମଣ ପାଇଁ ଦାୟୀ ଥିବା ଗୋଷ୍ଠୀ ଭାବରେ ଦି ରେଜିଷ୍ଟାନ୍ସ ଫ୍ରଣ୍ଟକୁ ଉଲ୍ଲେଖ କରାଯାଇଥିଲା। ପାକିସ୍ତାନର ପ୍ରତିବାଦ ସତ୍ତ୍ୱେ, ଜାତିସଂଘ ଦ୍ୱାରା ନିର୍ଣ୍ଣିତ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ସହଯୋଗୀ ହୋଇଥିବାରୁ ଏହି ଗୋଷ୍ଠୀକୁ ନିଷିଦ୍ଧ କରାଯାଇଥିଲା।

Leave a comment

Your email address will not be published. Required fields are marked *