ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା କାଲି ଠାରୁ ଆରମ୍ଭ ହେଉଛି ମ୍ୟାଟ୍ରିକ ପରୀକ୍ଷା । ଛାତ୍ରଛାତ୍ରୀଙ୍କ ଶିକ୍ଷା ଜୀବନରେ ମ୍ୟାଟ୍ରିକ ପରୀକ୍ଷା ବେଶ ଗୁରୁତ୍ୱ ବହନ କରେ । ଏହି ପରୀକ୍ଷା ଅବସରରେ ରାଜ୍ୟର ସମସ୍ତ ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କ ସଫଳତା କାମନା କରିଛନ୍ତି ଓଡ଼ିଶା ସରକାରଙ୍କ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।




















